ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରେରିତମାନଙ୍କ କାର୍ଯ୍ୟର ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
22
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
ରେକର୍ଡଗୁଡିକ
ରେରିତମାନଙ୍କ କାର୍ଯ୍ୟର ବିବରଣ 22:0 (02 36 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 22
ଜନସମାବେଶରେ ପାଉଲଙ୍କ ସମ୍ଭାଷଣ
1
ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ ।
2
ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ ।
3
ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
4
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
5
ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
ଆପଣା ମନପରିବର୍ତ୍ତନର ବର୍ଣ୍ଣନା
(ପ୍ରେରିତ 9:1-19; 26:12-18)
6
କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା ।
7
ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ ?
8
ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି ।
9
ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ ।
10
ସେଥିରେ ମୁଁ କହିଲି, ପ୍ରଭୁ ମୁଁ କ'ଣ କରିବି ? ପୁଣି, ପ୍ରଭୁ ମୋତେ କହିଲେ, ଉଠ, ଦମ୍ମେସକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୁପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ ।
11
ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେସକକୁ ଆସିଲି ।
12
ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
13
ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି ।
14
ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ ।
16
ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ ।
17
ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।
18
ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।
19
ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
20
ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।
ପାଉଲ ଓ ସହସ୍ରସେନାପତି
21
ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।
22
ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ ନୁହେଁ ।
23
ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
24
ସେତେବେଳେ ସହସ୍ର ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ ।
25
ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ,ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ ?
26
ସେହି ଶତସେନାପତି ଏହା ଶୁଣି ସହସ୍ର ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କ'ଣ କରିବାକୁ ଯାଉଅଛନ୍ତି ?
27
ସେଥିରେ ସହସ୍ର ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ ? ସେ କହିଲେ ହଁ ।
28
ସେଥିରେ ସହସ୍ର ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି । ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ ।
29
ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ ।
ମହାସଭାର ସମ୍ମୁଖରେ ପାଉଲ
30
କିନ୍ତୁ କାହିଁକି ସେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22
1. {#1ଜନସମାବେଶରେ ପାଉଲଙ୍କ ସମ୍ଭାଷଣ } ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ । 2. ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ । 3. ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି; 4. ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି । 5. ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି । 6. {#1ଆପଣା ମନପରିବର୍ତ୍ତନର ବର୍ଣ୍ଣନା (ପ୍ରେରିତ 9:1-19; 26:12-18) } କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା । 7. ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ ? 8. ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି । 9. ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ । 10. ସେଥିରେ ମୁଁ କହିଲି, ପ୍ରଭୁ ମୁଁ କ'ଣ କରିବି ? ପୁଣି, ପ୍ରଭୁ ମୋତେ କହିଲେ, ଉଠ, ଦମ୍ମେସକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୁପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ । 11. ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେସକକୁ ଆସିଲି । 12. ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ, 13. ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି । 14. ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି, 15. କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ । 16. ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ । 17. ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି । 18. ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ । 19. ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି; 20. ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି । 21. {#1ପାଉଲ ଓ ସହସ୍ରସେନାପତି } ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ । 22. ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ ନୁହେଁ । 23. ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ, 24. ସେତେବେଳେ ସହସ୍ର ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ । 25. ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ,ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ ? 26. ସେହି ଶତସେନାପତି ଏହା ଶୁଣି ସହସ୍ର ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କ'ଣ କରିବାକୁ ଯାଉଅଛନ୍ତି ? 27. ସେଥିରେ ସହସ୍ର ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ ? ସେ କହିଲେ ହଁ । 28. ସେଥିରେ ସହସ୍ର ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି । ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ । 29. ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ । 30. {#1ମହାସଭାର ସମ୍ମୁଖରେ ପାଉଲ } କିନ୍ତୁ କାହିଁକି ସେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 1
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 2
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 4
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 5
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 6
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 7
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 9
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 10
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 11
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 12
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 13
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 14
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 15
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 16
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 17
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 18
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 19
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 20
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 21
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 22
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 23
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 24
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 25
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 26
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 27
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References