ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦାନିଏଲ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
2
3
4
5
6
7
8
9
10
11
12
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
ରେକର୍ଡଗୁଡିକ
ଦାନିଏଲ 1:0 (08 22 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦାନିଏଲ ଅଧ୍ୟାୟ 1
ଦାନିୟେଲ ବାବିଲକୁ ନୀତ
1
ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।
2
ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
3
ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ
4
ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା।
5
ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।
6
ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
7
ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା।
ଦାନିୟେଲଙ୍କ ବିଶ୍ୱସ୍ତତା
8
ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
9
ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।
10
ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।
11
ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
12
ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।
13
ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।
14
ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
15
ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
16
ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
17
ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
18
ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା।
19
ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
20
ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
21
ପୁଣି, ଦାନିୟେଲ କୋରସ୍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ତା’ଙ୍କ ସେବାରେ ରହିଲେ।
ଦାନିଏଲ 1
1. {#1ଦାନିୟେଲ ବାବିଲକୁ ନୀତ } ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। 2. ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। 3. ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ 4. ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା। 5. ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା। 6. ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ। 7. ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା। 8. {#1ଦାନିୟେଲଙ୍କ ବିଶ୍ୱସ୍ତତା } ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ। 9. ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ। 10. ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ। 11. ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ; 12. ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ। 13. ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ। 14. ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। 15. ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ। 16. ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା। 17. ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ। 18. ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା। 19. ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ। 20. ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା। 21. ପୁଣି, ଦାନିୟେଲ କୋରସ୍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ତା’ଙ୍କ ସେବାରେ ରହିଲେ।
ଦାନିଏଲ ଅଧ୍ୟାୟ 1
ଦାନିଏଲ ଅଧ୍ୟାୟ 2
ଦାନିଏଲ ଅଧ୍ୟାୟ 3
ଦାନିଏଲ ଅଧ୍ୟାୟ 4
ଦାନିଏଲ ଅଧ୍ୟାୟ 5
ଦାନିଏଲ ଅଧ୍ୟାୟ 6
ଦାନିଏଲ ଅଧ୍ୟାୟ 7
ଦାନିଏଲ ଅଧ୍ୟାୟ 8
ଦାନିଏଲ ଅଧ୍ୟାୟ 9
ଦାନିଏଲ ଅଧ୍ୟାୟ 10
ଦାନିଏଲ ଅଧ୍ୟାୟ 11
ଦାନିଏଲ ଅଧ୍ୟାୟ 12
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References