ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
14
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
ରେକର୍ଡଗୁଡିକ
ଦିତୀୟ ବିବରଣ 14:0 (03 57 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ବିବରଣ ଅଧ୍ୟାୟ 14
ନିଷିଦ୍ଧ ଶୋକ ପ୍ରକାଶ
1
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।
2
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
ଶୁଚି ଓ ଅଶୁଚି ଖାଦ୍ୟ
3
ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ।
4
ଏହି ସକଳ ପଶୁ ତୁମ୍ଭେମାନେ ଭୋଜନ କରିବ ଯଥା,
5
ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,
6
ପଶୁଗଣ ମଧ୍ୟରୁ ଯେତେ ପଶୁ ବିଭକ୍ତ-ଖୁରା, ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଓ ପାକୁଳି କରନ୍ତି, ସେସବୁ ତୁମ୍ଭେମାନେ ଭୋଜନ କରିବ।
7
ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ ଯଥା, ଓଟ, ଠେକୁଆ ଓ ଶାଫନ୍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟନ୍ତି;
8
ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।
9
ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;
10
ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ।
11
ତୁମ୍ଭେମାନେ ସବୁ ପ୍ରକାର ଶୁଚି ପକ୍ଷୀ ଭୋଜନ କରିପାର,
12
ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ;
13
ବାଜପକ୍ଷୀ ଓ ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ
14
ଓ ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ;
15
ପୁଣି ଉଷ୍ଟ୍ରପକ୍ଷୀ, ତାମସ ପକ୍ଷୀ (ପେଚା), ସମୁଦ୍ର ଚିଲ ଓ ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ;
16
ଆଉ କୋଷପକ୍ଷୀ ଓ ବଗ ଓ ଦୀର୍ଘ-ଗଳ ହଂସ;
17
ପାଣିଭେଳା ଓ ଶାଗୁଣା ଓ ପାଣିକୁଆ
18
ଓ ବଗ ଓ ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ବାଦୁଢ଼ି;
19
ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡିକୁ ଭୋଜନ କରିବ ନାହିଁ।
20
ତୁମ୍ଭେମାନେ ସମସ୍ତ ଶୁଚି ପକ୍ଷୀକୁୁ ଭୋଜନ କରି ପାରିବ।
21
ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରି ପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
ଦଶମାଂଶର ନିୟମ
22
ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।
23
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।
24
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ବେଳେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ତୁମ୍ଭଠାରୁ ଅତିରିକ୍ତ ଦୂର ହୁଏ, ତେଣୁ ସେହି ପଥ ତୁମ୍ଭ ପ୍ରତି ଅତିରିକ୍ତ ଦୀର୍ଘ ହେବା ସକାଶୁ ତୁମ୍ଭେ ସେହି ଦ୍ରବ୍ୟ ବୋହି ନେବା ପାଇଁ ଅସମର୍ଥ ହୁଅ;
25
ତେବେ ତୁମ୍ଭେ ତାହା ଟଙ୍କା କରି ସେହି ଟଙ୍କା ବାନ୍ଧି ଆପଣା ହାତରେ ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ।
26
ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;
27
ଆଉ ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ।
28
ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗରଦ୍ୱାର ଭିତରେ ସଞ୍ଚୟ କରି ରଖିବ;
29
ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗରଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
ଦିତୀୟ ବିବରଣ 14
1. {#1ନିଷିଦ୍ଧ ଶୋକ ପ୍ରକାଶ } ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ। 2. କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି। 3. {#1ଶୁଚି ଓ ଅଶୁଚି ଖାଦ୍ୟ } ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ। 4. ଏହି ସକଳ ପଶୁ ତୁମ୍ଭେମାନେ ଭୋଜନ କରିବ ଯଥା, 5. ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ, 6. ପଶୁଗଣ ମଧ୍ୟରୁ ଯେତେ ପଶୁ ବିଭକ୍ତ-ଖୁରା, ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଓ ପାକୁଳି କରନ୍ତି, ସେସବୁ ତୁମ୍ଭେମାନେ ଭୋଜନ କରିବ। 7. ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ ଯଥା, ଓଟ, ଠେକୁଆ ଓ ଶାଫନ୍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟନ୍ତି; 8. ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ। 9. ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ; 10. ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ। 11. ତୁମ୍ଭେମାନେ ସବୁ ପ୍ରକାର ଶୁଚି ପକ୍ଷୀ ଭୋଜନ କରିପାର, 12. ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ; 13. ବାଜପକ୍ଷୀ ଓ ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ 14. ଓ ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ; 15. ପୁଣି ଉଷ୍ଟ୍ରପକ୍ଷୀ, ତାମସ ପକ୍ଷୀ (ପେଚା), ସମୁଦ୍ର ଚିଲ ଓ ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ; 16. ଆଉ କୋଷପକ୍ଷୀ ଓ ବଗ ଓ ଦୀର୍ଘ-ଗଳ ହଂସ; 17. ପାଣିଭେଳା ଓ ଶାଗୁଣା ଓ ପାଣିକୁଆ 18. ଓ ବଗ ଓ ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ବାଦୁଢ଼ି; 19. ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡିକୁ ଭୋଜନ କରିବ ନାହିଁ। 20. ତୁମ୍ଭେମାନେ ସମସ୍ତ ଶୁଚି ପକ୍ଷୀକୁୁ ଭୋଜନ କରି ପାରିବ। 21. ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରି ପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ। 22. {#1ଦଶମାଂଶର ନିୟମ } ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ। 23. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ। 24. ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ବେଳେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ତୁମ୍ଭଠାରୁ ଅତିରିକ୍ତ ଦୂର ହୁଏ, ତେଣୁ ସେହି ପଥ ତୁମ୍ଭ ପ୍ରତି ଅତିରିକ୍ତ ଦୀର୍ଘ ହେବା ସକାଶୁ ତୁମ୍ଭେ ସେହି ଦ୍ରବ୍ୟ ବୋହି ନେବା ପାଇଁ ଅସମର୍ଥ ହୁଅ; 25. ତେବେ ତୁମ୍ଭେ ତାହା ଟଙ୍କା କରି ସେହି ଟଙ୍କା ବାନ୍ଧି ଆପଣା ହାତରେ ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ। 26. ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ; 27. ଆଉ ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ। 28. ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗରଦ୍ୱାର ଭିତରେ ସଞ୍ଚୟ କରି ରଖିବ; 29. ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗରଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
ଦିତୀୟ ବିବରଣ ଅଧ୍ୟାୟ 1
ଦିତୀୟ ବିବରଣ ଅଧ୍ୟାୟ 2
ଦିତୀୟ ବିବରଣ ଅଧ୍ୟାୟ 3
ଦିତୀୟ ବିବରଣ ଅଧ୍ୟାୟ 4
ଦିତୀୟ ବିବରଣ ଅଧ୍ୟାୟ 5
ଦିତୀୟ ବିବରଣ ଅଧ୍ୟାୟ 6
ଦିତୀୟ ବିବରଣ ଅଧ୍ୟାୟ 7
ଦିତୀୟ ବିବରଣ ଅଧ୍ୟାୟ 8
ଦିତୀୟ ବିବରଣ ଅଧ୍ୟାୟ 9
ଦିତୀୟ ବିବରଣ ଅଧ୍ୟାୟ 10
ଦିତୀୟ ବିବରଣ ଅଧ୍ୟାୟ 11
ଦିତୀୟ ବିବରଣ ଅଧ୍ୟାୟ 12
ଦିତୀୟ ବିବରଣ ଅଧ୍ୟାୟ 13
ଦିତୀୟ ବିବରଣ ଅଧ୍ୟାୟ 14
ଦିତୀୟ ବିବରଣ ଅଧ୍ୟାୟ 15
ଦିତୀୟ ବିବରଣ ଅଧ୍ୟାୟ 16
ଦିତୀୟ ବିବରଣ ଅଧ୍ୟାୟ 17
ଦିତୀୟ ବିବରଣ ଅଧ୍ୟାୟ 18
ଦିତୀୟ ବିବରଣ ଅଧ୍ୟାୟ 19
ଦିତୀୟ ବିବରଣ ଅଧ୍ୟାୟ 20
ଦିତୀୟ ବିବରଣ ଅଧ୍ୟାୟ 21
ଦିତୀୟ ବିବରଣ ଅଧ୍ୟାୟ 22
ଦିତୀୟ ବିବରଣ ଅଧ୍ୟାୟ 23
ଦିତୀୟ ବିବରଣ ଅଧ୍ୟାୟ 24
ଦିତୀୟ ବିବରଣ ଅଧ୍ୟାୟ 25
ଦିତୀୟ ବିବରଣ ଅଧ୍ୟାୟ 26
ଦିତୀୟ ବିବରଣ ଅଧ୍ୟାୟ 27
ଦିତୀୟ ବିବରଣ ଅଧ୍ୟାୟ 28
ଦିତୀୟ ବିବରଣ ଅଧ୍ୟାୟ 29
ଦିତୀୟ ବିବରଣ ଅଧ୍ୟାୟ 30
ଦିତୀୟ ବିବରଣ ଅଧ୍ୟାୟ 31
ଦିତୀୟ ବିବରଣ ଅଧ୍ୟାୟ 32
ଦିତୀୟ ବିବରଣ ଅଧ୍ୟାୟ 33
ଦିତୀୟ ବିବରଣ ଅଧ୍ୟାୟ 34
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References