ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯାତ୍ରା ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
10
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
ରେକର୍ଡଗୁଡିକ
ଯାତ୍ରା ପୁସ୍ତକ 10:0 (04 52 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯାତ୍ରା ପୁସ୍ତକ ଅଧ୍ୟାୟ 10
ଅଷ୍ଟମ ଦଣ୍ଡ-ପଙ୍ଗପାଳ
1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,
2
ପୁଣି, ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”
3
ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
4
ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।
5
ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।
6
ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସ୍ରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରି ଗଲେ।
7
ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ?
8
ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ ?”
9
ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।”
10
ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।
11
ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।
12
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”
13
ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।
14
ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।
15
ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍ ବର୍ଣ୍ଣ କିଛି ମାତ୍ର ରହିଲା ନାହିଁ।
16
ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।
17
ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”
18
ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,
19
ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।
20
ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
ନବମ ଦଣ୍ଡ-ଅନ୍ଧକାର
21
ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”
22
ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରଙ୍କୁ ଦେଖି ପାରିଲା ନାହିଁ।
23
ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।
24
ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”
25
ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଓ ହୋମଦ୍ରବ୍ୟ ଉତ୍ସର୍ଗ କରିବା, ତାହା ମଧ୍ୟ ଆମ୍ଭମାନଙ୍କ ହସ୍ତରେ ଆପଣଙ୍କୁ ଦେବାକୁ ହେବ।
26
ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”
27
ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।
28
ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”
29
ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”
ଯାତ୍ରା ପୁସ୍ତକ 10
1. {#1ଅଷ୍ଟମ ଦଣ୍ଡ-ପଙ୍ଗପାଳ } ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା, 2. ପୁଣି, ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।” 3. ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। 4. ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା। 5. ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ। 6. ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସ୍ରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରି ଗଲେ। 7. ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ? 8. ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ ?” 9. ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।” 10. ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି। 11. ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ। 12. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।” 13. ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ। 14. ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ। 15. ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍ ବର୍ଣ୍ଣ କିଛି ମାତ୍ର ରହିଲା ନାହିଁ। 16. ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି। 17. ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।” 18. ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, 19. ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ। 20. ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ। 21. {#1ନବମ ଦଣ୍ଡ-ଅନ୍ଧକାର } ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।” 22. ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରଙ୍କୁ ଦେଖି ପାରିଲା ନାହିଁ। 23. ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା। 24. ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।” 25. ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଓ ହୋମଦ୍ରବ୍ୟ ଉତ୍ସର୍ଗ କରିବା, ତାହା ମଧ୍ୟ ଆମ୍ଭମାନଙ୍କ ହସ୍ତରେ ଆପଣଙ୍କୁ ଦେବାକୁ ହେବ। 26. ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।” 27. ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ। 28. ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।” 29. ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”
ଯାତ୍ରା ପୁସ୍ତକ ଅଧ୍ୟାୟ 1
ଯାତ୍ରା ପୁସ୍ତକ ଅଧ୍ୟାୟ 2
ଯାତ୍ରା ପୁସ୍ତକ ଅଧ୍ୟାୟ 3
ଯାତ୍ରା ପୁସ୍ତକ ଅଧ୍ୟାୟ 4
ଯାତ୍ରା ପୁସ୍ତକ ଅଧ୍ୟାୟ 5
ଯାତ୍ରା ପୁସ୍ତକ ଅଧ୍ୟାୟ 6
ଯାତ୍ରା ପୁସ୍ତକ ଅଧ୍ୟାୟ 7
ଯାତ୍ରା ପୁସ୍ତକ ଅଧ୍ୟାୟ 8
ଯାତ୍ରା ପୁସ୍ତକ ଅଧ୍ୟାୟ 9
ଯାତ୍ରା ପୁସ୍ତକ ଅଧ୍ୟାୟ 10
ଯାତ୍ରା ପୁସ୍ତକ ଅଧ୍ୟାୟ 11
ଯାତ୍ରା ପୁସ୍ତକ ଅଧ୍ୟାୟ 12
ଯାତ୍ରା ପୁସ୍ତକ ଅଧ୍ୟାୟ 13
ଯାତ୍ରା ପୁସ୍ତକ ଅଧ୍ୟାୟ 14
ଯାତ୍ରା ପୁସ୍ତକ ଅଧ୍ୟାୟ 15
ଯାତ୍ରା ପୁସ୍ତକ ଅଧ୍ୟାୟ 16
ଯାତ୍ରା ପୁସ୍ତକ ଅଧ୍ୟାୟ 17
ଯାତ୍ରା ପୁସ୍ତକ ଅଧ୍ୟାୟ 18
ଯାତ୍ରା ପୁସ୍ତକ ଅଧ୍ୟାୟ 19
ଯାତ୍ରା ପୁସ୍ତକ ଅଧ୍ୟାୟ 20
ଯାତ୍ରା ପୁସ୍ତକ ଅଧ୍ୟାୟ 21
ଯାତ୍ରା ପୁସ୍ତକ ଅଧ୍ୟାୟ 22
ଯାତ୍ରା ପୁସ୍ତକ ଅଧ୍ୟାୟ 23
ଯାତ୍ରା ପୁସ୍ତକ ଅଧ୍ୟାୟ 24
ଯାତ୍ରା ପୁସ୍ତକ ଅଧ୍ୟାୟ 25
ଯାତ୍ରା ପୁସ୍ତକ ଅଧ୍ୟାୟ 26
ଯାତ୍ରା ପୁସ୍ତକ ଅଧ୍ୟାୟ 27
ଯାତ୍ରା ପୁସ୍ତକ ଅଧ୍ୟାୟ 28
ଯାତ୍ରା ପୁସ୍ତକ ଅଧ୍ୟାୟ 29
ଯାତ୍ରା ପୁସ୍ତକ ଅଧ୍ୟାୟ 30
ଯାତ୍ରା ପୁସ୍ତକ ଅଧ୍ୟାୟ 31
ଯାତ୍ରା ପୁସ୍ତକ ଅଧ୍ୟାୟ 32
ଯାତ୍ରା ପୁସ୍ତକ ଅଧ୍ୟାୟ 33
ଯାତ୍ରା ପୁସ୍ତକ ଅଧ୍ୟାୟ 34
ଯାତ୍ରା ପୁସ୍ତକ ଅଧ୍ୟାୟ 35
ଯାତ୍ରା ପୁସ୍ତକ ଅଧ୍ୟାୟ 36
ଯାତ୍ରା ପୁସ୍ତକ ଅଧ୍ୟାୟ 37
ଯାତ୍ରା ପୁସ୍ତକ ଅଧ୍ୟାୟ 38
ଯାତ୍ରା ପୁସ୍ତକ ଅଧ୍ୟାୟ 39
ଯାତ୍ରା ପୁସ୍ତକ ଅଧ୍ୟାୟ 40
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References