ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯାତ୍ରା ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
16
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
ରେକର୍ଡଗୁଡିକ
ଯାତ୍ରା ପୁସ୍ତକ 16:0 (03 35 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯାତ୍ରା ପୁସ୍ତକ ଅଧ୍ୟାୟ 16
ସ୍ୱର୍ଗୀୟ ଆହାର ମାନ୍ନା
1
ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ।
2
ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
3
ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”
4
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।
5
ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”
6
ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ।
7
ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”
8
ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
9
ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।”
10
ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
11
ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ,
12
“ଆମ୍ଭେ ଇସ୍ରାଏଲ ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।”
13
ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
14
ଏଉତ୍ତାରେ ପତିତ କାକର ଉର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକରପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।
15
ଆଉ ଇସ୍ରାଏଲ ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ’ଣ ଅଟେ ?”[* “ଏହା କ’ଣ ଅଟେ ?” ଏବ୍ରୀ ଭାଷାରେ ମାନ୍-ହୁ ] ଯେହେତୁ ତାହା କ’ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।”
16
ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର
†
ପ୍ରାୟ 2.3 ଲିଟର
ପରିମାଣରେ ତାହା ସଂଗ୍ରହ କର।
17
ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।
18
ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।
19
ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”
20
ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।
21
ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।
22
ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।
23
ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।”
24
ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।
25
ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।
26
ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”
27
ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।
28
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ?
29
ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”
30
ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।
31
ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ ମାନ୍ନା ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
32
ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।”
33
ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
34
ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।
35
ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।
36
ଏକ ଓମର ଐଫାର
‡
ଅର୍ଥାତ୍ 23 ଲିଟର
ଦଶମାଂଶ।
ଯାତ୍ରା ପୁସ୍ତକ 16
1. {#1ସ୍ୱର୍ଗୀୟ ଆହାର ମାନ୍ନା } ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ। 2. ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ। 3. ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।” 4. ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା। 5. ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।” 6. ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ। 7. ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?” 8. ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।” 9. ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।” 10. ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା। 11. ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ, 12. “ଆମ୍ଭେ ଇସ୍ରାଏଲ ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।” 13. ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା। 14. ଏଉତ୍ତାରେ ପତିତ କାକର ଉର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକରପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା। 15. ଆଉ ଇସ୍ରାଏଲ ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ’ଣ ଅଟେ ?”[* “ଏହା କ’ଣ ଅଟେ ?” ଏବ୍ରୀ ଭାଷାରେ ମାନ୍-ହୁ ] ଯେହେତୁ ତାହା କ’ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।” 16. ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର[† ପ୍ରାୟ 2.3 ଲିଟର ] ପରିମାଣରେ ତାହା ସଂଗ୍ରହ କର। 17. ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ। 18. ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ। 19. ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।” 20. ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ। 21. ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା। 22. ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ। 23. ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।” 24. ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ। 25. ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ। 26. ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।” 27. ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ। 28. ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ? 29. ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।” 30. ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ। 31. ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ ମାନ୍ନା ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା। 32. ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।” 33. ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।” 34. ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ। 35. ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ। 36. ଏକ ଓମର ଐଫାର[‡ ଅର୍ଥାତ୍ 23 ଲିଟର ] ଦଶମାଂଶ।
ଯାତ୍ରା ପୁସ୍ତକ ଅଧ୍ୟାୟ 1
ଯାତ୍ରା ପୁସ୍ତକ ଅଧ୍ୟାୟ 2
ଯାତ୍ରା ପୁସ୍ତକ ଅଧ୍ୟାୟ 3
ଯାତ୍ରା ପୁସ୍ତକ ଅଧ୍ୟାୟ 4
ଯାତ୍ରା ପୁସ୍ତକ ଅଧ୍ୟାୟ 5
ଯାତ୍ରା ପୁସ୍ତକ ଅଧ୍ୟାୟ 6
ଯାତ୍ରା ପୁସ୍ତକ ଅଧ୍ୟାୟ 7
ଯାତ୍ରା ପୁସ୍ତକ ଅଧ୍ୟାୟ 8
ଯାତ୍ରା ପୁସ୍ତକ ଅଧ୍ୟାୟ 9
ଯାତ୍ରା ପୁସ୍ତକ ଅଧ୍ୟାୟ 10
ଯାତ୍ରା ପୁସ୍ତକ ଅଧ୍ୟାୟ 11
ଯାତ୍ରା ପୁସ୍ତକ ଅଧ୍ୟାୟ 12
ଯାତ୍ରା ପୁସ୍ତକ ଅଧ୍ୟାୟ 13
ଯାତ୍ରା ପୁସ୍ତକ ଅଧ୍ୟାୟ 14
ଯାତ୍ରା ପୁସ୍ତକ ଅଧ୍ୟାୟ 15
ଯାତ୍ରା ପୁସ୍ତକ ଅଧ୍ୟାୟ 16
ଯାତ୍ରା ପୁସ୍ତକ ଅଧ୍ୟାୟ 17
ଯାତ୍ରା ପୁସ୍ତକ ଅଧ୍ୟାୟ 18
ଯାତ୍ରା ପୁସ୍ତକ ଅଧ୍ୟାୟ 19
ଯାତ୍ରା ପୁସ୍ତକ ଅଧ୍ୟାୟ 20
ଯାତ୍ରା ପୁସ୍ତକ ଅଧ୍ୟାୟ 21
ଯାତ୍ରା ପୁସ୍ତକ ଅଧ୍ୟାୟ 22
ଯାତ୍ରା ପୁସ୍ତକ ଅଧ୍ୟାୟ 23
ଯାତ୍ରା ପୁସ୍ତକ ଅଧ୍ୟାୟ 24
ଯାତ୍ରା ପୁସ୍ତକ ଅଧ୍ୟାୟ 25
ଯାତ୍ରା ପୁସ୍ତକ ଅଧ୍ୟାୟ 26
ଯାତ୍ରା ପୁସ୍ତକ ଅଧ୍ୟାୟ 27
ଯାତ୍ରା ପୁସ୍ତକ ଅଧ୍ୟାୟ 28
ଯାତ୍ରା ପୁସ୍ତକ ଅଧ୍ୟାୟ 29
ଯାତ୍ରା ପୁସ୍ତକ ଅଧ୍ୟାୟ 30
ଯାତ୍ରା ପୁସ୍ତକ ଅଧ୍ୟାୟ 31
ଯାତ୍ରା ପୁସ୍ତକ ଅଧ୍ୟାୟ 32
ଯାତ୍ରା ପୁସ୍ତକ ଅଧ୍ୟାୟ 33
ଯାତ୍ରା ପୁସ୍ତକ ଅଧ୍ୟାୟ 34
ଯାତ୍ରା ପୁସ୍ତକ ଅଧ୍ୟାୟ 35
ଯାତ୍ରା ପୁସ୍ତକ ଅଧ୍ୟାୟ 36
ଯାତ୍ରା ପୁସ୍ତକ ଅଧ୍ୟାୟ 37
ଯାତ୍ରା ପୁସ୍ତକ ଅଧ୍ୟାୟ 38
ଯାତ୍ରା ପୁସ୍ତକ ଅଧ୍ୟାୟ 39
ଯାତ୍ରା ପୁସ୍ତକ ଅଧ୍ୟାୟ 40
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References