ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯାତ୍ରା ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
18
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
ରେକର୍ଡଗୁଡିକ
ଯାତ୍ରା ପୁସ୍ତକ 18:0 (05 27 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯାତ୍ରା ପୁସ୍ତକ ଅଧ୍ୟାୟ 18
ଯିଥ୍ରୋଙ୍କ ପରାମର୍ଶ
1
ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ।
2
ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ।
3
ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ,
*
ଅର୍ଥାତ୍ ଏହି ସ୍ଥାନରେ ପ୍ରବାସୀ
କାରଣ ସେ କହିଥିଲେ, “ମୁଁ ପରଦେଶରେ ପ୍ରବାସୀ ହେଲି।”
4
ପୁଣି, ଅନ୍ୟର ନାମ ଇଲୀୟେଜର,
†
ଅର୍ଥାତ୍ ପରମେଶ୍ୱର ମୋ’ର ସାହାଯ୍ୟକାରୀ
କାରଣ ସେ କହିଥିଲେ, “ମୋ’ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”
5
ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।
6
ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”
7
ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।
8
ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।
9
ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।
10
ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
11
ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)
12
ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।
ବିଚାରକର୍ତ୍ତା ନିଯୁକ୍ତି
13
ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।
14
ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?”
15
ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋ’ ପାଖକୁ ଆସନ୍ତି
16
ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”
17
ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।
18
ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।
19
ଏହେତୁ ମୋ’ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।
20
ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।
21
ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।
22
ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥା ସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।
23
ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରିପାରିବ ? ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”
24
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।
25
ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।
26
ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।
27
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।
ଯାତ୍ରା ପୁସ୍ତକ 18
1. {#1ଯିଥ୍ରୋଙ୍କ ପରାମର୍ଶ } ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ। 2. ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ। 3. ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ,[* ଅର୍ଥାତ୍ ଏହି ସ୍ଥାନରେ ପ୍ରବାସୀ ] କାରଣ ସେ କହିଥିଲେ, “ମୁଁ ପରଦେଶରେ ପ୍ରବାସୀ ହେଲି।” 4. ପୁଣି, ଅନ୍ୟର ନାମ ଇଲୀୟେଜର,[† ଅର୍ଥାତ୍ ପରମେଶ୍ୱର ମୋ’ର ସାହାଯ୍ୟକାରୀ ] କାରଣ ସେ କହିଥିଲେ, “ମୋ’ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।” 5. ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ। 6. ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।” 7. ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ। 8. ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ। 9. ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ। 10. ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ। 11. ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”) 12. ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ। 13. {#1ବିଚାରକର୍ତ୍ତା ନିଯୁକ୍ତି } ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ। 14. ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି ?” 15. ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋ’ ପାଖକୁ ଆସନ୍ତି 16. ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।” 17. ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ। 18. ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର। 19. ଏହେତୁ ମୋ’ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। 20. ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। 21. ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର। 22. ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥା ସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ। 23. ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରିପାରିବ ? ଆଉ ଏହି ସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।” 24. ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ। 25. ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ। 26. ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ। 27. ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।
ଯାତ୍ରା ପୁସ୍ତକ ଅଧ୍ୟାୟ 1
ଯାତ୍ରା ପୁସ୍ତକ ଅଧ୍ୟାୟ 2
ଯାତ୍ରା ପୁସ୍ତକ ଅଧ୍ୟାୟ 3
ଯାତ୍ରା ପୁସ୍ତକ ଅଧ୍ୟାୟ 4
ଯାତ୍ରା ପୁସ୍ତକ ଅଧ୍ୟାୟ 5
ଯାତ୍ରା ପୁସ୍ତକ ଅଧ୍ୟାୟ 6
ଯାତ୍ରା ପୁସ୍ତକ ଅଧ୍ୟାୟ 7
ଯାତ୍ରା ପୁସ୍ତକ ଅଧ୍ୟାୟ 8
ଯାତ୍ରା ପୁସ୍ତକ ଅଧ୍ୟାୟ 9
ଯାତ୍ରା ପୁସ୍ତକ ଅଧ୍ୟାୟ 10
ଯାତ୍ରା ପୁସ୍ତକ ଅଧ୍ୟାୟ 11
ଯାତ୍ରା ପୁସ୍ତକ ଅଧ୍ୟାୟ 12
ଯାତ୍ରା ପୁସ୍ତକ ଅଧ୍ୟାୟ 13
ଯାତ୍ରା ପୁସ୍ତକ ଅଧ୍ୟାୟ 14
ଯାତ୍ରା ପୁସ୍ତକ ଅଧ୍ୟାୟ 15
ଯାତ୍ରା ପୁସ୍ତକ ଅଧ୍ୟାୟ 16
ଯାତ୍ରା ପୁସ୍ତକ ଅଧ୍ୟାୟ 17
ଯାତ୍ରା ପୁସ୍ତକ ଅଧ୍ୟାୟ 18
ଯାତ୍ରା ପୁସ୍ତକ ଅଧ୍ୟାୟ 19
ଯାତ୍ରା ପୁସ୍ତକ ଅଧ୍ୟାୟ 20
ଯାତ୍ରା ପୁସ୍ତକ ଅଧ୍ୟାୟ 21
ଯାତ୍ରା ପୁସ୍ତକ ଅଧ୍ୟାୟ 22
ଯାତ୍ରା ପୁସ୍ତକ ଅଧ୍ୟାୟ 23
ଯାତ୍ରା ପୁସ୍ତକ ଅଧ୍ୟାୟ 24
ଯାତ୍ରା ପୁସ୍ତକ ଅଧ୍ୟାୟ 25
ଯାତ୍ରା ପୁସ୍ତକ ଅଧ୍ୟାୟ 26
ଯାତ୍ରା ପୁସ୍ତକ ଅଧ୍ୟାୟ 27
ଯାତ୍ରା ପୁସ୍ତକ ଅଧ୍ୟାୟ 28
ଯାତ୍ରା ପୁସ୍ତକ ଅଧ୍ୟାୟ 29
ଯାତ୍ରା ପୁସ୍ତକ ଅଧ୍ୟାୟ 30
ଯାତ୍ରା ପୁସ୍ତକ ଅଧ୍ୟାୟ 31
ଯାତ୍ରା ପୁସ୍ତକ ଅଧ୍ୟାୟ 32
ଯାତ୍ରା ପୁସ୍ତକ ଅଧ୍ୟାୟ 33
ଯାତ୍ରା ପୁସ୍ତକ ଅଧ୍ୟାୟ 34
ଯାତ୍ରା ପୁସ୍ତକ ଅଧ୍ୟାୟ 35
ଯାତ୍ରା ପୁସ୍ତକ ଅଧ୍ୟାୟ 36
ଯାତ୍ରା ପୁସ୍ତକ ଅଧ୍ୟାୟ 37
ଯାତ୍ରା ପୁସ୍ତକ ଅଧ୍ୟାୟ 38
ଯାତ୍ରା ପୁସ୍ତକ ଅଧ୍ୟାୟ 39
ଯାତ୍ରା ପୁସ୍ତକ ଅଧ୍ୟାୟ 40
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References