ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିହିଜିକଲ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
28
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
ରେକର୍ଡଗୁଡିକ
ଯିହିଜିକଲ 28:0 (01 53 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିହିଜିକଲ ଅଧ୍ୟାୟ 28
1
{ସୋର ରାଜା ବିରୁଦ୍ଧରେ ଭବିଷ୍ୟଦ୍ବାଣୀ }
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
3
ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି :
4
ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ;
5
ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।
6
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ,
7
ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ।
8
ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁୁ ତୁଲ୍ୟ ମୃତ୍ୟୁୁଭୋଗ କରିବ।
9
ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, “ମୁଁ ଈଶ୍ୱର ?” ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।
10
ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
ସୋର ରାଜାଙ୍କ ପତନ
11
ଆହୁରି ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
12
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ।
13
ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।
14
ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ।
15
ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ।
16
ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ।
17
ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ।
18
ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ।
19
ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ।”
20
{ସୀଦୋନ ବିରୁଦ୍ଧରେ ଭବିଷ୍ୟଦ୍ବାଣୀ }
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
21
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
22
ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
23
କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ୍ଗ ଦ୍ୱାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
ଈଶ୍ୱରଙ୍କଠାରେ ଇସ୍ରାଏଲର ନିରାପତ୍ତା
24
ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
25
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।
26
ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।
ଯିହିଜିକଲ 28
1. {ସୋର ରାଜା ବିରୁଦ୍ଧରେ ଭବିଷ୍ୟଦ୍ବାଣୀ } ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ, 2. “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ। 3. ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି : 4. ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ; 5. ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି। 6. ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ, 7. ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ। 8. ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁୁ ତୁଲ୍ୟ ମୃତ୍ୟୁୁଭୋଗ କରିବ। 9. ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, “ମୁଁ ଈଶ୍ୱର ?” ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ। 10. ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। 11. {#1ସୋର ରାଜାଙ୍କ ପତନ } ଆହୁରି ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ, 12. “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ। 13. ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା। 14. ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ। 15. ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ। 16. ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ। 17. ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ। 18. ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ। 19. ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ।” 20. {ସୀଦୋନ ବିରୁଦ୍ଧରେ ଭବିଷ୍ୟଦ୍ବାଣୀ } ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, 21. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; 22. ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ। 23. କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ୍ଗ ଦ୍ୱାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ। 24. {#1ଈଶ୍ୱରଙ୍କଠାରେ ଇସ୍ରାଏଲର ନିରାପତ୍ତା } ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। 25. ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ। 26. ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।
ଯିହିଜିକଲ ଅଧ୍ୟାୟ 1
ଯିହିଜିକଲ ଅଧ୍ୟାୟ 2
ଯିହିଜିକଲ ଅଧ୍ୟାୟ 3
ଯିହିଜିକଲ ଅଧ୍ୟାୟ 4
ଯିହିଜିକଲ ଅଧ୍ୟାୟ 5
ଯିହିଜିକଲ ଅଧ୍ୟାୟ 6
ଯିହିଜିକଲ ଅଧ୍ୟାୟ 7
ଯିହିଜିକଲ ଅଧ୍ୟାୟ 8
ଯିହିଜିକଲ ଅଧ୍ୟାୟ 9
ଯିହିଜିକଲ ଅଧ୍ୟାୟ 10
ଯିହିଜିକଲ ଅଧ୍ୟାୟ 11
ଯିହିଜିକଲ ଅଧ୍ୟାୟ 12
ଯିହିଜିକଲ ଅଧ୍ୟାୟ 13
ଯିହିଜିକଲ ଅଧ୍ୟାୟ 14
ଯିହିଜିକଲ ଅଧ୍ୟାୟ 15
ଯିହିଜିକଲ ଅଧ୍ୟାୟ 16
ଯିହିଜିକଲ ଅଧ୍ୟାୟ 17
ଯିହିଜିକଲ ଅଧ୍ୟାୟ 18
ଯିହିଜିକଲ ଅଧ୍ୟାୟ 19
ଯିହିଜିକଲ ଅଧ୍ୟାୟ 20
ଯିହିଜିକଲ ଅଧ୍ୟାୟ 21
ଯିହିଜିକଲ ଅଧ୍ୟାୟ 22
ଯିହିଜିକଲ ଅଧ୍ୟାୟ 23
ଯିହିଜିକଲ ଅଧ୍ୟାୟ 24
ଯିହିଜିକଲ ଅଧ୍ୟାୟ 25
ଯିହିଜିକଲ ଅଧ୍ୟାୟ 26
ଯିହିଜିକଲ ଅଧ୍ୟାୟ 27
ଯିହିଜିକଲ ଅଧ୍ୟାୟ 28
ଯିହିଜିକଲ ଅଧ୍ୟାୟ 29
ଯିହିଜିକଲ ଅଧ୍ୟାୟ 30
ଯିହିଜିକଲ ଅଧ୍ୟାୟ 31
ଯିହିଜିକଲ ଅଧ୍ୟାୟ 32
ଯିହିଜିକଲ ଅଧ୍ୟାୟ 33
ଯିହିଜିକଲ ଅଧ୍ୟାୟ 34
ଯିହିଜିକଲ ଅଧ୍ୟାୟ 35
ଯିହିଜିକଲ ଅଧ୍ୟାୟ 36
ଯିହିଜିକଲ ଅଧ୍ୟାୟ 37
ଯିହିଜିକଲ ଅଧ୍ୟାୟ 38
ଯିହିଜିକଲ ଅଧ୍ୟାୟ 39
ଯିହିଜିକଲ ଅଧ୍ୟାୟ 40
ଯିହିଜିକଲ ଅଧ୍ୟାୟ 41
ଯିହିଜିକଲ ଅଧ୍ୟାୟ 42
ଯିହିଜିକଲ ଅଧ୍ୟାୟ 43
ଯିହିଜିକଲ ଅଧ୍ୟାୟ 44
ଯିହିଜିକଲ ଅଧ୍ୟାୟ 45
ଯିହିଜିକଲ ଅଧ୍ୟାୟ 46
ଯିହିଜିକଲ ଅଧ୍ୟାୟ 47
ଯିହିଜିକଲ ଅଧ୍ୟାୟ 48
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References