ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଆଦି ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
29
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
ରେକର୍ଡଗୁଡିକ
ଆଦି ପୁସ୍ତକ 29:0 (12 16 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଆଦି ପୁସ୍ତକ ଅଧ୍ୟାୟ 29
ରାହେଲ ଓ ଲେୟାଙ୍କ ସହ ଯାକୁବଙ୍କ ବିବାହ
1
ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
2
ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
3
ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
4
ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
5
ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।”
6
ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
7
ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
8
ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
9
ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
10
ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
11
ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
12
ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
13
ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
14
ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
15
ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ ? ଏଣୁ କି ବେତନ ନେବ ? ତାହା କୁହ।”
16
ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।
17
ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।
18
ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”
19
ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋ’ ନିକଟରେ ଥାଅ।”
20
ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
21
ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋ’ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
22
ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
23
ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
24
ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା।
25
ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?”
26
ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
27
ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
28
ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା।
29
ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍ହା ନାମ୍ନୀ ଦାସୀକି ଦେଲା।
30
ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
ଯାକୁବଙ୍କର ସନ୍ତାନସନ୍ତତି
31
ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
32
ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।”
33
ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
34
ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋ’ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
35
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।
ଆଦି ପୁସ୍ତକ 29
1. {#1ରାହେଲ ଓ ଲେୟାଙ୍କ ସହ ଯାକୁବଙ୍କ ବିବାହ } ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା। 2. ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ। 3. ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି। 4. ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।” 5. ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।” 6. ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।” 7. ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।” 8. ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।” 9. ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା। 10. ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା। 11. ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା। 12. ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା। 13. ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା। 14. ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା। 15. ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ ? ଏଣୁ କି ବେତନ ନେବ ? ତାହା କୁହ।” 16. ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ। 17. ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା। 18. ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।” 19. ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋ’ ନିକଟରେ ଥାଅ।” 20. ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। 21. ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋ’ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।” 22. ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା। 23. ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା। 24. ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା। 25. ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?” 26. ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ। 27. ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।” 28. ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା। 29. ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍ହା ନାମ୍ନୀ ଦାସୀକି ଦେଲା। 30. ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା। 31. {#1ଯାକୁବଙ୍କର ସନ୍ତାନସନ୍ତତି } ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା। 32. ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।” 33. ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା। 34. ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋ’ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା। 35. ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।
ଆଦି ପୁସ୍ତକ ଅଧ୍ୟାୟ 1
ଆଦି ପୁସ୍ତକ ଅଧ୍ୟାୟ 2
ଆଦି ପୁସ୍ତକ ଅଧ୍ୟାୟ 3
ଆଦି ପୁସ୍ତକ ଅଧ୍ୟାୟ 4
ଆଦି ପୁସ୍ତକ ଅଧ୍ୟାୟ 5
ଆଦି ପୁସ୍ତକ ଅଧ୍ୟାୟ 6
ଆଦି ପୁସ୍ତକ ଅଧ୍ୟାୟ 7
ଆଦି ପୁସ୍ତକ ଅଧ୍ୟାୟ 8
ଆଦି ପୁସ୍ତକ ଅଧ୍ୟାୟ 9
ଆଦି ପୁସ୍ତକ ଅଧ୍ୟାୟ 10
ଆଦି ପୁସ୍ତକ ଅଧ୍ୟାୟ 11
ଆଦି ପୁସ୍ତକ ଅଧ୍ୟାୟ 12
ଆଦି ପୁସ୍ତକ ଅଧ୍ୟାୟ 13
ଆଦି ପୁସ୍ତକ ଅଧ୍ୟାୟ 14
ଆଦି ପୁସ୍ତକ ଅଧ୍ୟାୟ 15
ଆଦି ପୁସ୍ତକ ଅଧ୍ୟାୟ 16
ଆଦି ପୁସ୍ତକ ଅଧ୍ୟାୟ 17
ଆଦି ପୁସ୍ତକ ଅଧ୍ୟାୟ 18
ଆଦି ପୁସ୍ତକ ଅଧ୍ୟାୟ 19
ଆଦି ପୁସ୍ତକ ଅଧ୍ୟାୟ 20
ଆଦି ପୁସ୍ତକ ଅଧ୍ୟାୟ 21
ଆଦି ପୁସ୍ତକ ଅଧ୍ୟାୟ 22
ଆଦି ପୁସ୍ତକ ଅଧ୍ୟାୟ 23
ଆଦି ପୁସ୍ତକ ଅଧ୍ୟାୟ 24
ଆଦି ପୁସ୍ତକ ଅଧ୍ୟାୟ 25
ଆଦି ପୁସ୍ତକ ଅଧ୍ୟାୟ 26
ଆଦି ପୁସ୍ତକ ଅଧ୍ୟାୟ 27
ଆଦି ପୁସ୍ତକ ଅଧ୍ୟାୟ 28
ଆଦି ପୁସ୍ତକ ଅଧ୍ୟାୟ 29
ଆଦି ପୁସ୍ତକ ଅଧ୍ୟାୟ 30
ଆଦି ପୁସ୍ତକ ଅଧ୍ୟାୟ 31
ଆଦି ପୁସ୍ତକ ଅଧ୍ୟାୟ 32
ଆଦି ପୁସ୍ତକ ଅଧ୍ୟାୟ 33
ଆଦି ପୁସ୍ତକ ଅଧ୍ୟାୟ 34
ଆଦି ପୁସ୍ତକ ଅଧ୍ୟାୟ 35
ଆଦି ପୁସ୍ତକ ଅଧ୍ୟାୟ 36
ଆଦି ପୁସ୍ତକ ଅଧ୍ୟାୟ 37
ଆଦି ପୁସ୍ତକ ଅଧ୍ୟାୟ 38
ଆଦି ପୁସ୍ତକ ଅଧ୍ୟାୟ 39
ଆଦି ପୁସ୍ତକ ଅଧ୍ୟାୟ 40
ଆଦି ପୁସ୍ତକ ଅଧ୍ୟାୟ 41
ଆଦି ପୁସ୍ତକ ଅଧ୍ୟାୟ 42
ଆଦି ପୁସ୍ତକ ଅଧ୍ୟାୟ 43
ଆଦି ପୁସ୍ତକ ଅଧ୍ୟାୟ 44
ଆଦି ପୁସ୍ତକ ଅଧ୍ୟାୟ 45
ଆଦି ପୁସ୍ତକ ଅଧ୍ୟାୟ 46
ଆଦି ପୁସ୍ତକ ଅଧ୍ୟାୟ 47
ଆଦି ପୁସ୍ତକ ଅଧ୍ୟାୟ 48
ଆଦି ପୁସ୍ତକ ଅଧ୍ୟାୟ 49
ଆଦି ପୁସ୍ତକ ଅଧ୍ୟାୟ 50
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References