ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ହୋଶେୟ

ରେକର୍ଡଗୁଡିକ

ହୋଶେୟ ଅଧ୍ୟାୟ 3

ହୋଶେୟଙ୍କର ଭାର୍ଯ୍ୟା କ୍ରୟ 1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।” 2 ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି; 3 ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋ’ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି। 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
1. {#1ହୋଶେୟଙ୍କର ଭାର୍ଯ୍ୟା କ୍ରୟ } ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।” 2. ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି; 3. ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋ’ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି। 4. କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; 5. ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
  • ହୋଶେୟ ଅଧ୍ୟାୟ 1  
  • ହୋଶେୟ ଅଧ୍ୟାୟ 2  
  • ହୋଶେୟ ଅଧ୍ୟାୟ 3  
  • ହୋଶେୟ ଅଧ୍ୟାୟ 4  
  • ହୋଶେୟ ଅଧ୍ୟାୟ 5  
  • ହୋଶେୟ ଅଧ୍ୟାୟ 6  
  • ହୋଶେୟ ଅଧ୍ୟାୟ 7  
  • ହୋଶେୟ ଅଧ୍ୟାୟ 8  
  • ହୋଶେୟ ଅଧ୍ୟାୟ 9  
  • ହୋଶେୟ ଅଧ୍ୟାୟ 10  
  • ହୋଶେୟ ଅଧ୍ୟାୟ 11  
  • ହୋଶେୟ ଅଧ୍ୟାୟ 12  
  • ହୋଶେୟ ଅଧ୍ୟାୟ 13  
  • ହୋଶେୟ ଅଧ୍ୟାୟ 14  
×

Alert

×

Oriya Letters Keypad References