ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିଶାଇୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
19
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
ରେକର୍ଡଗୁଡିକ
ଯିଶାଇୟ 19:0 (01 20 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିଶାଇୟ ଅଧ୍ୟାୟ 19
ମିସର ପ୍ରତି ଭାବବାଣୀ
1
ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
2
ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।
3
ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
4
ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ,” ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
5
ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ।
6
ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।
7
ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।
8
କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।
9
ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳ ବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।
10
ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।
11
ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?
12
ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।
13
ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।
14
ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
15
ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।
ମିସର, ଅଶୂର ଓ ଇସ୍ରାଏଲ ଆଶୀର୍ବାଦ ପ୍ରାପ୍ତ
16
ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।
17
ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।
18
ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।
19
ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।
20
ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।
21
ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।
22
ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।
23
ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
24
ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
25
କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।”
ଯିଶାଇୟ 19
1. {#1ମିସର ପ୍ରତି ଭାବବାଣୀ } ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ। 2. ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ। 3. ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ। 4. ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ,” ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। 5. ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ। 6. ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ। 7. ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ। 8. କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ। 9. ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳ ବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ। 10. ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ। 11. ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ? 12. ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ। 13. ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି। 14. ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି। 15. ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ। 16. {#1ମିସର, ଅଶୂର ଓ ଇସ୍ରାଏଲ ଆଶୀର୍ବାଦ ପ୍ରାପ୍ତ } ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ। 17. ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ। 18. ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ। 19. ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ। 20. ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ। 21. ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ। 22. ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ। 23. ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ। 24. ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ; 25. କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।”
ଯିଶାଇୟ ଅଧ୍ୟାୟ 1
ଯିଶାଇୟ ଅଧ୍ୟାୟ 2
ଯିଶାଇୟ ଅଧ୍ୟାୟ 3
ଯିଶାଇୟ ଅଧ୍ୟାୟ 4
ଯିଶାଇୟ ଅଧ୍ୟାୟ 5
ଯିଶାଇୟ ଅଧ୍ୟାୟ 6
ଯିଶାଇୟ ଅଧ୍ୟାୟ 7
ଯିଶାଇୟ ଅଧ୍ୟାୟ 8
ଯିଶାଇୟ ଅଧ୍ୟାୟ 9
ଯିଶାଇୟ ଅଧ୍ୟାୟ 10
ଯିଶାଇୟ ଅଧ୍ୟାୟ 11
ଯିଶାଇୟ ଅଧ୍ୟାୟ 12
ଯିଶାଇୟ ଅଧ୍ୟାୟ 13
ଯିଶାଇୟ ଅଧ୍ୟାୟ 14
ଯିଶାଇୟ ଅଧ୍ୟାୟ 15
ଯିଶାଇୟ ଅଧ୍ୟାୟ 16
ଯିଶାଇୟ ଅଧ୍ୟାୟ 17
ଯିଶାଇୟ ଅଧ୍ୟାୟ 18
ଯିଶାଇୟ ଅଧ୍ୟାୟ 19
ଯିଶାଇୟ ଅଧ୍ୟାୟ 20
ଯିଶାଇୟ ଅଧ୍ୟାୟ 21
ଯିଶାଇୟ ଅଧ୍ୟାୟ 22
ଯିଶାଇୟ ଅଧ୍ୟାୟ 23
ଯିଶାଇୟ ଅଧ୍ୟାୟ 24
ଯିଶାଇୟ ଅଧ୍ୟାୟ 25
ଯିଶାଇୟ ଅଧ୍ୟାୟ 26
ଯିଶାଇୟ ଅଧ୍ୟାୟ 27
ଯିଶାଇୟ ଅଧ୍ୟାୟ 28
ଯିଶାଇୟ ଅଧ୍ୟାୟ 29
ଯିଶାଇୟ ଅଧ୍ୟାୟ 30
ଯିଶାଇୟ ଅଧ୍ୟାୟ 31
ଯିଶାଇୟ ଅଧ୍ୟାୟ 32
ଯିଶାଇୟ ଅଧ୍ୟାୟ 33
ଯିଶାଇୟ ଅଧ୍ୟାୟ 34
ଯିଶାଇୟ ଅଧ୍ୟାୟ 35
ଯିଶାଇୟ ଅଧ୍ୟାୟ 36
ଯିଶାଇୟ ଅଧ୍ୟାୟ 37
ଯିଶାଇୟ ଅଧ୍ୟାୟ 38
ଯିଶାଇୟ ଅଧ୍ୟାୟ 39
ଯିଶାଇୟ ଅଧ୍ୟାୟ 40
ଯିଶାଇୟ ଅଧ୍ୟାୟ 41
ଯିଶାଇୟ ଅଧ୍ୟାୟ 42
ଯିଶାଇୟ ଅଧ୍ୟାୟ 43
ଯିଶାଇୟ ଅଧ୍ୟାୟ 44
ଯିଶାଇୟ ଅଧ୍ୟାୟ 45
ଯିଶାଇୟ ଅଧ୍ୟାୟ 46
ଯିଶାଇୟ ଅଧ୍ୟାୟ 47
ଯିଶାଇୟ ଅଧ୍ୟାୟ 48
ଯିଶାଇୟ ଅଧ୍ୟାୟ 49
ଯିଶାଇୟ ଅଧ୍ୟାୟ 50
ଯିଶାଇୟ ଅଧ୍ୟାୟ 51
ଯିଶାଇୟ ଅଧ୍ୟାୟ 52
ଯିଶାଇୟ ଅଧ୍ୟାୟ 53
ଯିଶାଇୟ ଅଧ୍ୟାୟ 54
ଯିଶାଇୟ ଅଧ୍ୟାୟ 55
ଯିଶାଇୟ ଅଧ୍ୟାୟ 56
ଯିଶାଇୟ ଅଧ୍ୟାୟ 57
ଯିଶାଇୟ ଅଧ୍ୟାୟ 58
ଯିଶାଇୟ ଅଧ୍ୟାୟ 59
ଯିଶାଇୟ ଅଧ୍ୟାୟ 60
ଯିଶାଇୟ ଅଧ୍ୟାୟ 61
ଯିଶାଇୟ ଅଧ୍ୟାୟ 62
ଯିଶାଇୟ ଅଧ୍ୟାୟ 63
ଯିଶାଇୟ ଅଧ୍ୟାୟ 64
ଯିଶାଇୟ ଅଧ୍ୟାୟ 65
ଯିଶାଇୟ ଅଧ୍ୟାୟ 66
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References