ଓଡିଆ ବାଇବଲ |
IRVOR
ORV
ଯାକୁବଙ୍କ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
2
3
4
5
:
ରେକର୍ଡଗୁଡିକ
ଯାକୁବଙ୍କ ପତ୍ 1:0 (07 20 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯାକୁବଙ୍କ ପତ୍ ଅଧ୍ୟାୟ 1
ଅଭିବାଦନ
1
2
ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର ।
ବିଶ୍ୱାସର ପରୀକ୍ଷା
ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
3
ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ ।
4
ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ ।
5
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।
6
କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ ।
7
ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
8
ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର ।
9
ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
10
ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ ।
11
ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ ।
12
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।
13
କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ୱରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ୱର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ ।
14
କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
15
ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।
16
ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ ।
17
ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।
18
ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।
ବାକ୍ୟର ଶ୍ରୋତା ଏବଂ କାର୍ଯ୍ୟକାରୀ
19
ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
20
କାରଣ ମନୁଷ୍ୟର କ୍ରୋଧ ଈଶ୍ୱରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ ।
21
ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର ।
22
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ ।
23
କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,
24
ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ ।
25
କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ ।
26
ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା ।
27
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।
ଯାକୁବଙ୍କ ପତ୍ 1
1. {#1ଅଭିବାଦନ } 2. ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର । {#1ବିଶ୍ୱାସର ପରୀକ୍ଷା } ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, 3. ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ । 4. ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ । 5. କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ । 6. କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ । 7. ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ; 8. ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର । 9. ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ, 10. ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ । 11. ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ । 12. ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ । 13. କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ୱରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ୱର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ । 14. କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; 15. ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ । 16. ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ । 17. ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ । 18. ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ । 19. {#1ବାକ୍ୟର ଶ୍ରୋତା ଏବଂ କାର୍ଯ୍ୟକାରୀ } ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, 20. କାରଣ ମନୁଷ୍ୟର କ୍ରୋଧ ଈଶ୍ୱରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ । 21. ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର । 22. କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ । 23. କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, 24. ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ । 25. କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ । 26. ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା । 27. ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।
ଯାକୁବଙ୍କ ପତ୍ ଅଧ୍ୟାୟ 1
ଯାକୁବଙ୍କ ପତ୍ ଅଧ୍ୟାୟ 2
ଯାକୁବଙ୍କ ପତ୍ ଅଧ୍ୟାୟ 3
ଯାକୁବଙ୍କ ପତ୍ ଅଧ୍ୟାୟ 4
ଯାକୁବଙ୍କ ପତ୍ ଅଧ୍ୟାୟ 5
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References