ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିରିମିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
46
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
ରେକର୍ଡଗୁଡିକ
ଯିରିମିୟ 46:0 (06 08 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟ ଅଧ୍ୟାୟ 46
ମିସରର ବିଚାର
1
ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2
ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।
3
ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର
ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।
4
ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର
ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।
5
ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ ?
ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି
ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି;
ଚତୁର୍ଦ୍ଦିଗରେ ଆଶଙ୍କା ଅଛି,” ଏହା ସଦାପ୍ରଭୁ କହନ୍ତି।
6
ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ;
ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।
7
ନୀଳ ନଦୀ ପରି ଯେ ଉଠୁଅଛି,
ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ସେ କିଏ ?
8
ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି,
ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି,
ଆଉ ସେ କହୁଅଛି, “ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି;
ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।”
9
ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର;
ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍,
ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।
10
କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର
ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ;
ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ;
କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ
ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
11
ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ।
ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।
12
ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି,
ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ;
କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।
13
{ନବୂଖଦ୍ନିତ୍ସରର ଆଗମନ }
ବାବିଲର ରାଜା ନବୂଖଦ୍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା,
14
“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍ଦୋଲରେ ଘୋଷଣା କର,
ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର;
ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର,
କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’
15
ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ ?
ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।”
16
ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ,
ସେମାନେ ପରସ୍ପର ଉପରେ ପଡ଼ିଲେ;
ପୁଣି, ସେମାନେ କହିଲେ,
“ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ
ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।”
17
ସେସ୍ଥାନରେ ଲୋକମାନେ ଉଚ୍ଚ ସ୍ୱରରେ କହିଲେ,
“ମିସରର ରାଜା ଫାରୋ ଶବ୍ଦମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।”
18
ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି,
“ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ
ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
19
ଆଗୋ ମିସର ନିବାସିନୀ କନ୍ୟେ,
ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର;
କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।
20
ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ;
ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।
21
ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ;
କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି,
ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ,
କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ
ସେମାନଙ୍କର ନିକଟରେ ଉପସ୍ଥିତ ହେଲା।
22
ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ
ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ,
ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।”
23
ସଦାପ୍ରଭୁ କହନ୍ତି, “ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ
ସେମାନେ ତାହା ହାଣି ପକାଇବେ;
କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।
24
ମିସରର କନ୍ୟା ଲଜ୍ଜିତା ହେବ;
ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।”
25
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
26
ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତି ସ୍ଥାନ ହେବ।”
ସଦାପ୍ରଭୁ ତାଙ୍କ ଲୋକଙ୍କୁ ରକ୍ଷା କରିବେ
27
ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
28
ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
ଯିରିମିୟ 46
1. {#1ମିସରର ବିଚାର } ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। 2. ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା। 3. ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ। 4. ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ। 5. ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି,” ଏହା ସଦାପ୍ରଭୁ କହନ୍ତି। 6. ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। 7. ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ସେ କିଏ ? 8. ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, “ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।” 9. ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ। 10. କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି। 11. ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ। 12. ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି। 13. {ନବୂଖଦ୍ନିତ୍ସରର ଆଗମନ } ବାବିଲର ରାଜା ନବୂଖଦ୍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା, 14. “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’ 15. ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।” 16. ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, “ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।” 17. ସେସ୍ଥାନରେ ଲୋକମାନେ ଉଚ୍ଚ ସ୍ୱରରେ କହିଲେ, “ମିସରର ରାଜା ଫାରୋ ଶବ୍ଦମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।” 18. ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ। 19. ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ। 20. ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି। 21. ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା। 22. ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।” 23. ସଦାପ୍ରଭୁ କହନ୍ତି, “ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି। 24. ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।” 25. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା; 26. ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତି ସ୍ଥାନ ହେବ।” 27. {#1ସଦାପ୍ରଭୁ ତାଙ୍କ ଲୋକଙ୍କୁ ରକ୍ଷା କରିବେ } ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। 28. ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
ଯିରିମିୟ ଅଧ୍ୟାୟ 1
ଯିରିମିୟ ଅଧ୍ୟାୟ 2
ଯିରିମିୟ ଅଧ୍ୟାୟ 3
ଯିରିମିୟ ଅଧ୍ୟାୟ 4
ଯିରିମିୟ ଅଧ୍ୟାୟ 5
ଯିରିମିୟ ଅଧ୍ୟାୟ 6
ଯିରିମିୟ ଅଧ୍ୟାୟ 7
ଯିରିମିୟ ଅଧ୍ୟାୟ 8
ଯିରିମିୟ ଅଧ୍ୟାୟ 9
ଯିରିମିୟ ଅଧ୍ୟାୟ 10
ଯିରିମିୟ ଅଧ୍ୟାୟ 11
ଯିରିମିୟ ଅଧ୍ୟାୟ 12
ଯିରିମିୟ ଅଧ୍ୟାୟ 13
ଯିରିମିୟ ଅଧ୍ୟାୟ 14
ଯିରିମିୟ ଅଧ୍ୟାୟ 15
ଯିରିମିୟ ଅଧ୍ୟାୟ 16
ଯିରିମିୟ ଅଧ୍ୟାୟ 17
ଯିରିମିୟ ଅଧ୍ୟାୟ 18
ଯିରିମିୟ ଅଧ୍ୟାୟ 19
ଯିରିମିୟ ଅଧ୍ୟାୟ 20
ଯିରିମିୟ ଅଧ୍ୟାୟ 21
ଯିରିମିୟ ଅଧ୍ୟାୟ 22
ଯିରିମିୟ ଅଧ୍ୟାୟ 23
ଯିରିମିୟ ଅଧ୍ୟାୟ 24
ଯିରିମିୟ ଅଧ୍ୟାୟ 25
ଯିରିମିୟ ଅଧ୍ୟାୟ 26
ଯିରିମିୟ ଅଧ୍ୟାୟ 27
ଯିରିମିୟ ଅଧ୍ୟାୟ 28
ଯିରିମିୟ ଅଧ୍ୟାୟ 29
ଯିରିମିୟ ଅଧ୍ୟାୟ 30
ଯିରିମିୟ ଅଧ୍ୟାୟ 31
ଯିରିମିୟ ଅଧ୍ୟାୟ 32
ଯିରିମିୟ ଅଧ୍ୟାୟ 33
ଯିରିମିୟ ଅଧ୍ୟାୟ 34
ଯିରିମିୟ ଅଧ୍ୟାୟ 35
ଯିରିମିୟ ଅଧ୍ୟାୟ 36
ଯିରିମିୟ ଅଧ୍ୟାୟ 37
ଯିରିମିୟ ଅଧ୍ୟାୟ 38
ଯିରିମିୟ ଅଧ୍ୟାୟ 39
ଯିରିମିୟ ଅଧ୍ୟାୟ 40
ଯିରିମିୟ ଅଧ୍ୟାୟ 41
ଯିରିମିୟ ଅଧ୍ୟାୟ 42
ଯିରିମିୟ ଅଧ୍ୟାୟ 43
ଯିରିମିୟ ଅଧ୍ୟାୟ 44
ଯିରିମିୟ ଅଧ୍ୟାୟ 45
ଯିରିମିୟ ଅଧ୍ୟାୟ 46
ଯିରିମିୟ ଅଧ୍ୟାୟ 47
ଯିରିମିୟ ଅଧ୍ୟାୟ 48
ଯିରିମିୟ ଅଧ୍ୟାୟ 49
ଯିରିମିୟ ଅଧ୍ୟାୟ 50
ଯିରିମିୟ ଅଧ୍ୟାୟ 51
ଯିରିମିୟ ଅଧ୍ୟାୟ 52
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References