ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ

ରେକର୍ଡଗୁଡିକ

ଆୟୁବ ପୁସ୍ତକ ଅଧ୍ୟାୟ 27

ଆୟୁବ - ମୋହର ସତ୍ୟତା ରଖିବି 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 2 “ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି; 3 (କାରଣ ଏବେ ହେଁ ମୋର ଜୀବନ ମୋ’ ମଧ୍ୟରେ ସୁସ୍ଥ ଅଛି ଓ ମୋ’ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ, 4 ନିଶ୍ଚୟ ମୋ’ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ। 5 ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ। 6 ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ’ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ। 7 ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋ’ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ। 8 କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ? 9 ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ ? 10 ସେ କି ସର୍ବଶକ୍ତିମାନ ପରମେଶ୍ଵରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ ? 11 ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ। 12 ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ ? 13 ପରମେଶ୍ୱରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି। 14 ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ। 15 ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର* ସେମାନଙ୍କର କିମ୍ବା ତାହାର ବିଧବାମାନେ କିଛି ବିଳାପ କରିବେ ନାହିଁ। 16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ, 17 ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ। 18 ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ। 19 ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ। 20 ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ। 21 ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱସ୍ଥାନରୁ ଝାଡ଼ି ନିଏ। 22 କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ। 23 ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱସ୍ଥାନରୁ ଦୂର କରିବେ।
1. {#1ଆୟୁବ - ମୋହର ସତ୍ୟତା ରଖିବି } ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 2. “ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି; 3. (କାରଣ ଏବେ ହେଁ ମୋର ଜୀବନ ମୋ’ ମଧ୍ୟରେ ସୁସ୍ଥ ଅଛି ଓ ମୋ’ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ, 4. ନିଶ୍ଚୟ ମୋ’ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ। 5. ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ। 6. ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ’ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ। 7. ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋ’ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ। 8. କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ? 9. ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ ? 10. ସେ କି ସର୍ବଶକ୍ତିମାନ ପରମେଶ୍ଵରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ ? 11. ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ। 12. ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ ? 13. ପରମେଶ୍ୱରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି। 14. ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ। 15. ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର[* ସେମାନଙ୍କର କିମ୍ବା ତାହାର ] ବିଧବାମାନେ କିଛି ବିଳାପ କରିବେ ନାହିଁ। 16. ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ, 17. ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ। 18. ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ। 19. ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ। 20. ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରି ନିଏ। 21. ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱସ୍ଥାନରୁ ଝାଡ଼ି ନିଏ। 22. କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ। 23. ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱସ୍ଥାନରୁ ଦୂର କରିବେ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References