ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଲୂକଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
ରେକର୍ଡଗୁଡିକ
ଲୂକଲିଖିତ ସୁସମାଚାର 5:0 (11 17 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଲୂକଲିଖିତ ସୁସମାଚାର ଅଧ୍ୟାୟ 5
ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ
(ମାଥିଉ 4:18-22; ମାର୍କ 1:16-20)
1
ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
2
ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।
3
ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ ।
4
ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ ।
5
ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି ।
6
ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା ।
7
ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।
8
କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।
9
କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;
10
ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।
11
ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ ।
କୁଷ୍ଠୀ ଲୋକଙ୍କ ସୁସ୍ଥତା
(ମାଥିଉ 8:1-4; ମାର୍କ 1:40-45)
12
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
13
ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ।
14
15
ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର ।
କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
16
ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ ।
ପକ୍ଷାଘାତ ରୋଗୀର ସୁସ୍ଥତା
(ମାଥିଉ 9:1-8; ମାର୍କ 2:1-12)
17
18
ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା ।
ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।
19
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ ।
20
ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।
21
ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ ? କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ?
22
କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ?
23
କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?
24
କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ ।
25
26
ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ ।
27
ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ ।
ଲେବୀଙ୍କ ଆହ୍ୱାନ
(ମାଥିଉ 9:9-13; ମାର୍କ 2:13-17)
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର ।
28
ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ ।
29
ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ ।
30
ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ ?
31
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି ।
32
ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି ।
ଉପବାସ ପ୍ରସଙ୍ଗ
(ମାଥିଉ 9:14-17; ମାର୍କ 2:18-22)
33
ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି ।
34
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର ?
35
କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ ।
36
37
ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି (କାନି) ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି (କାନି) ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ ।
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ (ଚମଡ଼ାରେ ତିଆରି ପାତ୍ରରେ) ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ (ଚମଡ଼ାରେ ତିଆରି ପାତ୍ରକୁ) ଫଟାଇ ପଡ଼ିଯିବ, ଆଉ କୁମ୍ଫା (ଚମଡ଼ାରେ ତିଆରି ପାତ୍ର) ନଷ୍ଟ ହେବ ।
38
କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ ।
39
ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ପୁରୁଣା ତ ଭଲ ।
ଲୂକଲିଖିତ ସୁସମାଚାର 5
1. {#1ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ (ମାଥିଉ 4:18-22; ମାର୍କ 1:16-20) } ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; 2. ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ । 3. ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ । 4. ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ । 5. ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି । 6. ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା । 7. ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା । 8. କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ । 9. କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; 10. ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ । 11. ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ । 12. {#1କୁଷ୍ଠୀ ଲୋକଙ୍କ ସୁସ୍ଥତା (ମାଥିଉ 8:1-4; ମାର୍କ 1:40-45) } ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି । 13. ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା । 14. 15. ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର । କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ; 16. ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ । 17. {#1ପକ୍ଷାଘାତ ରୋଗୀର ସୁସ୍ଥତା (ମାଥିଉ 9:1-8; ମାର୍କ 2:1-12) } 18. ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା । ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ । 19. କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ । 20. ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି । 21. ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ ? କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ? 22. କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ? 23. କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ? 24. କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ । 25. 26. ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ । 27. ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ । {#1ଲେବୀଙ୍କ ଆହ୍ୱାନ (ମାଥିଉ 9:9-13; ମାର୍କ 2:13-17) } ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । 28. ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ । 29. ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ । 30. ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ ? 31. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି । 32. ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି । 33. {#1ଉପବାସ ପ୍ରସଙ୍ଗ (ମାଥିଉ 9:14-17; ମାର୍କ 2:18-22) } ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି । 34. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର ? 35. କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ । 36. 37. ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି (କାନି) ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି (କାନି) ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ । ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ (ଚମଡ଼ାରେ ତିଆରି ପାତ୍ରରେ) ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ (ଚମଡ଼ାରେ ତିଆରି ପାତ୍ରକୁ) ଫଟାଇ ପଡ଼ିଯିବ, ଆଉ କୁମ୍ଫା (ଚମଡ଼ାରେ ତିଆରି ପାତ୍ର) ନଷ୍ଟ ହେବ । 38. କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ । 39. ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ପୁରୁଣା ତ ଭଲ ।
ଲୂକଲିଖିତ ସୁସମାଚାର ଅଧ୍ୟାୟ 1
ଲୂକଲିଖିତ ସୁସମାଚାର ଅଧ୍ୟାୟ 2
ଲୂକଲିଖିତ ସୁସମାଚାର ଅଧ୍ୟାୟ 3
ଲୂକଲିଖିତ ସୁସମାଚାର ଅଧ୍ୟାୟ 4
ଲୂକଲିଖିତ ସୁସମାଚାର ଅଧ୍ୟାୟ 5
ଲୂକଲିଖିତ ସୁସମାଚାର ଅଧ୍ୟାୟ 6
ଲୂକଲିଖିତ ସୁସମାଚାର ଅଧ୍ୟାୟ 7
ଲୂକଲିଖିତ ସୁସମାଚାର ଅଧ୍ୟାୟ 8
ଲୂକଲିଖିତ ସୁସମାଚାର ଅଧ୍ୟାୟ 9
ଲୂକଲିଖିତ ସୁସମାଚାର ଅଧ୍ୟାୟ 10
ଲୂକଲିଖିତ ସୁସମାଚାର ଅଧ୍ୟାୟ 11
ଲୂକଲିଖିତ ସୁସମାଚାର ଅଧ୍ୟାୟ 12
ଲୂକଲିଖିତ ସୁସମାଚାର ଅଧ୍ୟାୟ 13
ଲୂକଲିଖିତ ସୁସମାଚାର ଅଧ୍ୟାୟ 14
ଲୂକଲିଖିତ ସୁସମାଚାର ଅଧ୍ୟାୟ 15
ଲୂକଲିଖିତ ସୁସମାଚାର ଅଧ୍ୟାୟ 16
ଲୂକଲିଖିତ ସୁସମାଚାର ଅଧ୍ୟାୟ 17
ଲୂକଲିଖିତ ସୁସମାଚାର ଅଧ୍ୟାୟ 18
ଲୂକଲିଖିତ ସୁସମାଚାର ଅଧ୍ୟାୟ 19
ଲୂକଲିଖିତ ସୁସମାଚାର ଅଧ୍ୟାୟ 20
ଲୂକଲିଖିତ ସୁସମାଚାର ଅଧ୍ୟାୟ 21
ଲୂକଲିଖିତ ସୁସମାଚାର ଅଧ୍ୟାୟ 22
ଲୂକଲିଖିତ ସୁସମାଚାର ଅଧ୍ୟାୟ 23
ଲୂକଲିଖିତ ସୁସମାଚାର ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References