ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ମାଥିଉଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
27
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
ରେକର୍ଡଗୁଡିକ
ମାଥିଉଲିଖିତ ସୁସମାଚାର 27:0 (09 52 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
ପୀଲାତଙ୍କ ସମ୍ମୁଖରେ ଯୀଶୁ
(ମାର୍କ 15:1; ଲୂକ 23:1,2; ଯୋହନ 18:28-32)
1
ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,
2
ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ ।
ଯିହୂଦାର ମୃତ୍ୟୁ
(ପ୍ରେରିତ 1:18,19)
3
ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା,
4
ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ?
5
ତୁ ତାହା ବୁଝ । ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା ।
6
କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୁଲ୍ୟ ।
7
ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ ।
8
ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି ।
9
ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ସେମାନେ ନେଇ
10
ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ ।
ଯୀଶୁଙ୍କ ବିଚାର
(ମାର୍କ 15:2-5; ଲୂକ 23:3-5; ଯୋହନ 18:33-38)
11
ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା ? ଯୀଶୁ କହିଲେ, ଆପଣ କହୁଅଛନ୍ତି ।
12
ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ ।
13
ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ ?
14
ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ ।
ଯୀଶୁଙ୍କୁ ପ୍ରାଣଦଣ୍ଡ
(ମାର୍କ 15:6-15; ଲୂକ 23:13-25; ଯୋହନ 18:39—19:16)
15
କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା ।
16
ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା ।
17
ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ ?
18
କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ ।
19
ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି ।
20
ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ ।
21
ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା ? ସେମାନେ କହିଲେ, ବାରବ୍ବାକୁ ।
22
ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
23
ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
କ୍ରୁଶ ନିମନ୍ତେ ଯୀଶୁ ସମର୍ପିତ
24
ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାଁନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ ।
25
ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ ।
26
ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
ଯୀଶୁଙ୍କ ପ୍ରତି ପରିହାସ
(ମାର୍କ 15:16-20; ଯୋହନ 19:2,3)
27
ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ ।
28
ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,
29
ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ ।
30
ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ ।
31
ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ ।
ଯୀଶୁଙ୍କ କ୍ରୁଶବିଦ୍ଧ
(ମାର୍କ 15:21-32; ଲୂକ 23:26-43; ଯୋହନ 19:17-27)
32
ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ ।
33
ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ
34
ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ ।
35
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,
36
ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ ।
37
ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ ।
38
ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ ।
39
ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
40
ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ ।
41
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,
42
ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା ।
43
ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ । ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର ।
44
ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ ।
ଯୀଶୁଙ୍କ ମୃତ୍ୟୁ
(ମାର୍କ 15:33-41; ଲୂକ 23:44-49; ଯୋହନ 19:28-30)
45
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା ।
46
ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
47
ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲିୟଙ୍କୁ ଡାକୁଅଛି ।
48
ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା ।
49
କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲିୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା ।
50
କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ ।
51
ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
52
ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
53
ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ ।
54
ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ ।
55
ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
56
ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମାତା ମରିୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ ।
ଯୀଶୁଙ୍କ ସମାଧି
(ମାର୍କ 15:42-47; ଲୂକ 23:50-56; ଯୋହନ 19:38-42)
57
ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ ।
58
ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ ।
59
ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,
60
ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ ।
61
ମଗ୍ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ ।
ସମାଧି ସ୍ଥାନରେ ପ୍ରହରୀ
62
ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,
63
ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି ।
64
ଅତଏବ, ତୃତୀୟ ଦିବସ ପର୍ଯନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ ।
65
ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର ।
66
ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ ।
ମାଥିଉଲିଖିତ ସୁସମାଚାର 27
1. {#1ପୀଲାତଙ୍କ ସମ୍ମୁଖରେ ଯୀଶୁ (ମାର୍କ 15:1; ଲୂକ 23:1,2; ଯୋହନ 18:28-32) } ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ, 2. ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ । 3. {#1ଯିହୂଦାର ମୃତ୍ୟୁ (ପ୍ରେରିତ 1:18,19) } ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା, 4. ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ? 5. ତୁ ତାହା ବୁଝ । ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା । 6. କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୁଲ୍ୟ । 7. ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ । 8. ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି । 9. ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ସେମାନେ ନେଇ 10. ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ । 11. {#1ଯୀଶୁଙ୍କ ବିଚାର (ମାର୍କ 15:2-5; ଲୂକ 23:3-5; ଯୋହନ 18:33-38) } ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା ? ଯୀଶୁ କହିଲେ, ଆପଣ କହୁଅଛନ୍ତି । 12. ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ । 13. ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ ? 14. ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ । 15. {#1ଯୀଶୁଙ୍କୁ ପ୍ରାଣଦଣ୍ଡ (ମାର୍କ 15:6-15; ଲୂକ 23:13-25; ଯୋହନ 18:39—19:16) } କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା । 16. ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା । 17. ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ ? 18. କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ । 19. ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି । 20. ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ । 21. ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା ? ସେମାନେ କହିଲେ, ବାରବ୍ବାକୁ । 22. ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ । 23. ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ । 24. {#1କ୍ରୁଶ ନିମନ୍ତେ ଯୀଶୁ ସମର୍ପିତ } ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାଁନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ । 25. ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ । 26. ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ । 27. {#1ଯୀଶୁଙ୍କ ପ୍ରତି ପରିହାସ (ମାର୍କ 15:16-20; ଯୋହନ 19:2,3) } ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ । 28. ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, 29. ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ । 30. ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ । 31. ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ । 32. {#1ଯୀଶୁଙ୍କ କ୍ରୁଶବିଦ୍ଧ (ମାର୍କ 15:21-32; ଲୂକ 23:26-43; ଯୋହନ 19:17-27) } ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ । 33. ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ 34. ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ । 35. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, 36. ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ । 37. ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ । 38. ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ । 39. ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, 40. ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ । 41. ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ, 42. ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା । 43. ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ । ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର । 44. ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ । 45. {#1ଯୀଶୁଙ୍କ ମୃତ୍ୟୁ (ମାର୍କ 15:33-41; ଲୂକ 23:44-49; ଯୋହନ 19:28-30) } ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା । 46. ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ? 47. ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲିୟଙ୍କୁ ଡାକୁଅଛି । 48. ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା । 49. କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲିୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା । 50. କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ । 51. ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, 52. ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା, 53. ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ । 54. ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ । 55. ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; 56. ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମାତା ମରିୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ । 57. {#1ଯୀଶୁଙ୍କ ସମାଧି (ମାର୍କ 15:42-47; ଲୂକ 23:50-56; ଯୋହନ 19:38-42) } ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ । 58. ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ । 59. ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, 60. ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ । 61. ମଗ୍ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ । 62. {#1ସମାଧି ସ୍ଥାନରେ ପ୍ରହରୀ } ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ, 63. ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି । 64. ଅତଏବ, ତୃତୀୟ ଦିବସ ପର୍ଯନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ । 65. ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର । 66. ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ ।
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References