ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ନିହିମିୟା
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
10
1
2
3
4
5
6
7
8
9
10
11
12
13
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
ରେକର୍ଡଗୁଡିକ
ନିହିମିୟା 10:0 (08 08 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ନିହିମିୟା ଅଧ୍ୟାୟ 10
ମୋହରାଙ୍କିତ ଚୁକ୍ତିର ସାକ୍ଷୀ
1
ମୋହରାଙ୍କନକାରୀମାନଙ୍କ ନାମ ଏହି, ଯଥା, ହଖଲୀୟର ପୁତ୍ର ନିହିମୀୟା ଶାସନକର୍ତ୍ତା ଓ ସିଦିକୀୟ;
2
ସରାୟ, ଅସରୀୟ, ଯିରିମୀୟ;
3
ପଶ୍ହୂର, ଅମରୀୟ, ମଲ୍କୀୟ;
4
ହଟୂଶ୍, ଶବନୀୟ, ମଲ୍ଲୂକ;
5
ହାରୀମ୍, ମରେମୋତ୍, ଓବଦୀୟ;
6
ଦାନିୟେଲ, ଗିନ୍ନଥୋନ, ବାରୁକ୍;
7
ମଶୁଲ୍ଲମ୍, ଅବୀୟ, ମିୟାମୀନ୍।
8
ମାସିୟ, ବିଲ୍ଗୟ, ଶମୟୀୟ; ଏମାନେ ଯାଜକ ଥିଲେ।
9
ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍ମୀୟେଲ।
10
ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍;
11
ମୀକା, ରହୋବ, ହଶବୀୟ;
12
ସକ୍କୁର, ଶେରେବୀୟ, ଶବନୀୟ;
13
ହୋଦୀୟ, ବାନି, ବନୀନୁ।
14
ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ୍, ପହତ୍-ମୋୟାବ, ଏଲମ୍; ସତ୍ତୂ, ବାନି;
15
ବୁନ୍ନି, ଅସ୍ଗଦ, ବେବୟ;
16
ଅଦୋନୀୟ, ବିଗ୍ବୟ, ଆଦୀନ;
17
ଆଟେର, ହିଜକୀୟ, ଅସ୍ସୁର;
18
ହୋଦୀୟ, ହଶୂମ, ବେତ୍ସୟ,
19
ହାରୀଫ, ଅନାଥୋତ୍, ନୋବୟ;
20
ମଗ୍ପୀୟସ୍, ମଶୁଲ୍ଲମ୍, ହେଷୀର;
21
ମଶେଷବେଲ୍, ସାଦୋକ, ଯଦ୍ଦୂୟ;
22
ପ୍ଲଟୀୟ, ହାନନ୍, ଅନାୟ;
23
ହୋଶେୟ, ହନାନୀୟ, ହଶୂବ;
24
ହଲୋହେଶ, ପିଲହ, ଶୋବେକ;
25
ରହୂମ୍, ହଶବ୍ନା, ମାସେୟ,
26
ପୁଣି, ଅହୀୟ, ହାନନ୍, ଅନାନ୍;
27
ମଲ୍ଲୂକ, ହାରୀମ୍, ବାନା।
ଚୁକ୍ତିର ଦାୟୀତ୍ୱ
28
ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;
29
ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;
30
ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”
31
ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମଦିନରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।
32
ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,
33
ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ
*
ପ୍ରାୟ 5 ଗ୍ରାମ୍ ରୂପା
ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
34
ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।
35
ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,
36
ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,
37
ପୁଣି, ଆମ୍ଭମାନଙ୍କ ଚକ୍ଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।
38
ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।
39
କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥା’ନ୍ତି, ସେଠାକୁ ଇସ୍ରାଏଲ ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।
ନିହିମିୟା 10
1. {#1ମୋହରାଙ୍କିତ ଚୁକ୍ତିର ସାକ୍ଷୀ } ମୋହରାଙ୍କନକାରୀମାନଙ୍କ ନାମ ଏହି, ଯଥା, ହଖଲୀୟର ପୁତ୍ର ନିହିମୀୟା ଶାସନକର୍ତ୍ତା ଓ ସିଦିକୀୟ; 2. ସରାୟ, ଅସରୀୟ, ଯିରିମୀୟ; 3. ପଶ୍ହୂର, ଅମରୀୟ, ମଲ୍କୀୟ; 4. ହଟୂଶ୍, ଶବନୀୟ, ମଲ୍ଲୂକ; 5. ହାରୀମ୍, ମରେମୋତ୍, ଓବଦୀୟ; 6. ଦାନିୟେଲ, ଗିନ୍ନଥୋନ, ବାରୁକ୍; 7. ମଶୁଲ୍ଲମ୍, ଅବୀୟ, ମିୟାମୀନ୍। 8. ମାସିୟ, ବିଲ୍ଗୟ, ଶମୟୀୟ; ଏମାନେ ଯାଜକ ଥିଲେ। 9. ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍ମୀୟେଲ। 10. ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍; 11. ମୀକା, ରହୋବ, ହଶବୀୟ; 12. ସକ୍କୁର, ଶେରେବୀୟ, ଶବନୀୟ; 13. ହୋଦୀୟ, ବାନି, ବନୀନୁ। 14. ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ୍, ପହତ୍-ମୋୟାବ, ଏଲମ୍; ସତ୍ତୂ, ବାନି; 15. ବୁନ୍ନି, ଅସ୍ଗଦ, ବେବୟ; 16. ଅଦୋନୀୟ, ବିଗ୍ବୟ, ଆଦୀନ; 17. ଆଟେର, ହିଜକୀୟ, ଅସ୍ସୁର; 18. ହୋଦୀୟ, ହଶୂମ, ବେତ୍ସୟ, 19. ହାରୀଫ, ଅନାଥୋତ୍, ନୋବୟ; 20. ମଗ୍ପୀୟସ୍, ମଶୁଲ୍ଲମ୍, ହେଷୀର; 21. ମଶେଷବେଲ୍, ସାଦୋକ, ଯଦ୍ଦୂୟ; 22. ପ୍ଲଟୀୟ, ହାନନ୍, ଅନାୟ; 23. ହୋଶେୟ, ହନାନୀୟ, ହଶୂବ; 24. ହଲୋହେଶ, ପିଲହ, ଶୋବେକ; 25. ରହୂମ୍, ହଶବ୍ନା, ମାସେୟ, 26. ପୁଣି, ଅହୀୟ, ହାନନ୍, ଅନାନ୍; 27. ମଲ୍ଲୂକ, ହାରୀମ୍, ବାନା। 28. {#1ଚୁକ୍ତିର ଦାୟୀତ୍ୱ } ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ; 29. ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ; 30. ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;” 31. ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମଦିନରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ। 32. ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ, 33. ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ[* ପ୍ରାୟ 5 ଗ୍ରାମ୍ ରୂପା ] ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ। 34. ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ। 35. ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ, 36. ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ, 37. ପୁଣି, ଆମ୍ଭମାନଙ୍କ ଚକ୍ଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି। 38. ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ। 39. କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥା’ନ୍ତି, ସେଠାକୁ ଇସ୍ରାଏଲ ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।
ନିହିମିୟା ଅଧ୍ୟାୟ 1
ନିହିମିୟା ଅଧ୍ୟାୟ 2
ନିହିମିୟା ଅଧ୍ୟାୟ 3
ନିହିମିୟା ଅଧ୍ୟାୟ 4
ନିହିମିୟା ଅଧ୍ୟାୟ 5
ନିହିମିୟା ଅଧ୍ୟାୟ 6
ନିହିମିୟା ଅଧ୍ୟାୟ 7
ନିହିମିୟା ଅଧ୍ୟାୟ 8
ନିହିମିୟା ଅଧ୍ୟାୟ 9
ନିହିମିୟା ଅଧ୍ୟାୟ 10
ନିହିମିୟା ଅଧ୍ୟାୟ 11
ନିହିମିୟା ଅଧ୍ୟାୟ 12
ନିହିମିୟା ଅଧ୍ୟାୟ 13
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References