ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଗଣନା ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
18
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
ରେକର୍ଡଗୁଡିକ
ଗଣନା ପୁସ୍ତକ 18:0 (02 26 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଗଣନା ପୁସ୍ତକ ଅଧ୍ୟାୟ 18
ଲେବୀ ଓ ଯାଜକଙ୍କ କାର୍ଯ୍ୟ
1
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
2
ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।
3
ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
4
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
5
ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
6
ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
7
ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
ଯାଜକର ଅଂଶ
8
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
9
ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
10
ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
11
ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
12
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
13
ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
14
ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁ ସବୁ ତୁମ୍ଭର ହେବ।
15
ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
16
ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ
*
ପ୍ରାୟ 50 ଗ୍ରାମ୍ ରୂପା
ରୂପାରେ ମୁକ୍ତ କରିବ।
17
ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
18
ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
19
ଇସ୍ରାଏଲ ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
20
ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
ଲେବୀୟମାନଙ୍କ ଅଂଶ
21
ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
22
ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
23
ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
24
କାରଣ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।”
25
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
26
“ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
27
ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
28
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
29
ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।
30
ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
31
ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
32
ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”
ଗଣନା ପୁସ୍ତକ 18
1. {#1ଲେବୀ ଓ ଯାଜକଙ୍କ କାର୍ଯ୍ୟ } ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ। 2. ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ। 3. ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ। 4. ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ। 5. ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ। 6. ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି। 7. ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।” 8. {#1ଯାଜକର ଅଂଶ } ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ। 9. ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ। 10. ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ। 11. ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। 12. ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ। 13. ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ। 14. ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁ ସବୁ ତୁମ୍ଭର ହେବ। 15. ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ। 16. ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ[* ପ୍ରାୟ 50 ଗ୍ରାମ୍ ରୂପା ] ରୂପାରେ ମୁକ୍ତ କରିବ। 17. ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ। 18. ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ। 19. ଇସ୍ରାଏଲ ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।” 20. ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର। 21. {#1ଲେବୀୟମାନଙ୍କ ଅଂଶ } ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ। 22. ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ। 23. ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ। 24. କାରଣ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।” 25. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 26. “ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ। 27. ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ। 28. ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ। 29. ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ। 30. ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ। 31. ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ। 32. ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”
ଗଣନା ପୁସ୍ତକ ଅଧ୍ୟାୟ 1
ଗଣନା ପୁସ୍ତକ ଅଧ୍ୟାୟ 2
ଗଣନା ପୁସ୍ତକ ଅଧ୍ୟାୟ 3
ଗଣନା ପୁସ୍ତକ ଅଧ୍ୟାୟ 4
ଗଣନା ପୁସ୍ତକ ଅଧ୍ୟାୟ 5
ଗଣନା ପୁସ୍ତକ ଅଧ୍ୟାୟ 6
ଗଣନା ପୁସ୍ତକ ଅଧ୍ୟାୟ 7
ଗଣନା ପୁସ୍ତକ ଅଧ୍ୟାୟ 8
ଗଣନା ପୁସ୍ତକ ଅଧ୍ୟାୟ 9
ଗଣନା ପୁସ୍ତକ ଅଧ୍ୟାୟ 10
ଗଣନା ପୁସ୍ତକ ଅଧ୍ୟାୟ 11
ଗଣନା ପୁସ୍ତକ ଅଧ୍ୟାୟ 12
ଗଣନା ପୁସ୍ତକ ଅଧ୍ୟାୟ 13
ଗଣନା ପୁସ୍ତକ ଅଧ୍ୟାୟ 14
ଗଣନା ପୁସ୍ତକ ଅଧ୍ୟାୟ 15
ଗଣନା ପୁସ୍ତକ ଅଧ୍ୟାୟ 16
ଗଣନା ପୁସ୍ତକ ଅଧ୍ୟାୟ 17
ଗଣନା ପୁସ୍ତକ ଅଧ୍ୟାୟ 18
ଗଣନା ପୁସ୍ତକ ଅଧ୍ୟାୟ 19
ଗଣନା ପୁସ୍ତକ ଅଧ୍ୟାୟ 20
ଗଣନା ପୁସ୍ତକ ଅଧ୍ୟାୟ 21
ଗଣନା ପୁସ୍ତକ ଅଧ୍ୟାୟ 22
ଗଣନା ପୁସ୍ତକ ଅଧ୍ୟାୟ 23
ଗଣନା ପୁସ୍ତକ ଅଧ୍ୟାୟ 24
ଗଣନା ପୁସ୍ତକ ଅଧ୍ୟାୟ 25
ଗଣନା ପୁସ୍ତକ ଅଧ୍ୟାୟ 26
ଗଣନା ପୁସ୍ତକ ଅଧ୍ୟାୟ 27
ଗଣନା ପୁସ୍ତକ ଅଧ୍ୟାୟ 28
ଗଣନା ପୁସ୍ତକ ଅଧ୍ୟାୟ 29
ଗଣନା ପୁସ୍ତକ ଅଧ୍ୟାୟ 30
ଗଣନା ପୁସ୍ତକ ଅଧ୍ୟାୟ 31
ଗଣନା ପୁସ୍ତକ ଅଧ୍ୟାୟ 32
ଗଣନା ପୁସ୍ତକ ଅଧ୍ୟାୟ 33
ଗଣନା ପୁସ୍ତକ ଅଧ୍ୟାୟ 34
ଗଣନା ପୁସ୍ତକ ଅଧ୍ୟାୟ 35
ଗଣନା ପୁସ୍ତକ ଅଧ୍ୟାୟ 36
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References