ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଗଣନା ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
24
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
ରେକର୍ଡଗୁଡିକ
ଗଣନା ପୁସ୍ତକ 24:0 (08 43 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଗଣନା ପୁସ୍ତକ ଅଧ୍ୟାୟ 24
1
{ବିଲୀୟମ୍ଙ୍କ ତୃତୀୟ ଭବିଷ୍ୟତ୍ବାଣୀ }
ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
2
ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
3
ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
4
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
5
ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର !
6
ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।
7
ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
8
ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
9
ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।”
10
ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।”
11
ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।
12
ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?”
13
ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।
14
{ବିଲୀୟମ୍ଙ୍କର ଶେଷ ଭବିଷ୍ୟତବାଣୀ }
ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।
15
ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
16
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
17
ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ
*
ଅର୍ଥାତ୍ କପାଳ
ଭେଦ କରିବ ଓ ଶେଥର
† ଶେଥର କିମ୍ବା କଳହ
ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
18
ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
19
ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
20
ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
21
ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।”
22
ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ।
23
ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ ?”
24
ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।
25
ଏଉତ୍ତାରେ ବିଲୀୟମ୍ ଉଠି ସ୍ୱସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।
ଗଣନା ପୁସ୍ତକ 24
1. {ବିଲୀୟମ୍ଙ୍କ ତୃତୀୟ ଭବିଷ୍ୟତ୍ବାଣୀ } ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା। 2. ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ। 3. ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, 4. ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି। 5. ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର ! 6. ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ। 7. ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ। 8. ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ। 9. ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।” 10. ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।” 11. ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି। 12. ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?” 13. ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି। 14. {ବିଲୀୟମ୍ଙ୍କର ଶେଷ ଭବିଷ୍ୟତବାଣୀ } ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି। 15. ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି; 16. ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି; 17. ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ[* ଅର୍ଥାତ୍ କପାଳ ] ଭେଦ କରିବ ଓ ଶେଥର [† ଶେଥର କିମ୍ବା କଳହ ] ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ। 18. ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ। 19. ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।” 20. ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।” 21. ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।” 22. ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ। 23. ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ ?” 24. ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ। 25. ଏଉତ୍ତାରେ ବିଲୀୟମ୍ ଉଠି ସ୍ୱସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।
ଗଣନା ପୁସ୍ତକ ଅଧ୍ୟାୟ 1
ଗଣନା ପୁସ୍ତକ ଅଧ୍ୟାୟ 2
ଗଣନା ପୁସ୍ତକ ଅଧ୍ୟାୟ 3
ଗଣନା ପୁସ୍ତକ ଅଧ୍ୟାୟ 4
ଗଣନା ପୁସ୍ତକ ଅଧ୍ୟାୟ 5
ଗଣନା ପୁସ୍ତକ ଅଧ୍ୟାୟ 6
ଗଣନା ପୁସ୍ତକ ଅଧ୍ୟାୟ 7
ଗଣନା ପୁସ୍ତକ ଅଧ୍ୟାୟ 8
ଗଣନା ପୁସ୍ତକ ଅଧ୍ୟାୟ 9
ଗଣନା ପୁସ୍ତକ ଅଧ୍ୟାୟ 10
ଗଣନା ପୁସ୍ତକ ଅଧ୍ୟାୟ 11
ଗଣନା ପୁସ୍ତକ ଅଧ୍ୟାୟ 12
ଗଣନା ପୁସ୍ତକ ଅଧ୍ୟାୟ 13
ଗଣନା ପୁସ୍ତକ ଅଧ୍ୟାୟ 14
ଗଣନା ପୁସ୍ତକ ଅଧ୍ୟାୟ 15
ଗଣନା ପୁସ୍ତକ ଅଧ୍ୟାୟ 16
ଗଣନା ପୁସ୍ତକ ଅଧ୍ୟାୟ 17
ଗଣନା ପୁସ୍ତକ ଅଧ୍ୟାୟ 18
ଗଣନା ପୁସ୍ତକ ଅଧ୍ୟାୟ 19
ଗଣନା ପୁସ୍ତକ ଅଧ୍ୟାୟ 20
ଗଣନା ପୁସ୍ତକ ଅଧ୍ୟାୟ 21
ଗଣନା ପୁସ୍ତକ ଅଧ୍ୟାୟ 22
ଗଣନା ପୁସ୍ତକ ଅଧ୍ୟାୟ 23
ଗଣନା ପୁସ୍ତକ ଅଧ୍ୟାୟ 24
ଗଣନା ପୁସ୍ତକ ଅଧ୍ୟାୟ 25
ଗଣନା ପୁସ୍ତକ ଅଧ୍ୟାୟ 26
ଗଣନା ପୁସ୍ତକ ଅଧ୍ୟାୟ 27
ଗଣନା ପୁସ୍ତକ ଅଧ୍ୟାୟ 28
ଗଣନା ପୁସ୍ତକ ଅଧ୍ୟାୟ 29
ଗଣନା ପୁସ୍ତକ ଅଧ୍ୟାୟ 30
ଗଣନା ପୁସ୍ତକ ଅଧ୍ୟାୟ 31
ଗଣନା ପୁସ୍ତକ ଅଧ୍ୟାୟ 32
ଗଣନା ପୁସ୍ତକ ଅଧ୍ୟାୟ 33
ଗଣନା ପୁସ୍ତକ ଅଧ୍ୟାୟ 34
ଗଣନା ପୁସ୍ତକ ଅଧ୍ୟାୟ 35
ଗଣନା ପୁସ୍ତକ ଅଧ୍ୟାୟ 36
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References