ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଗଣନା ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
4
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
ରେକର୍ଡଗୁଡିକ
ଗଣନା ପୁସ୍ତକ 4:0 (11 51 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଗଣନା ପୁସ୍ତକ ଅଧ୍ୟାୟ 4
କହାତ ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
1
ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2
“ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ
3
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।”
4
ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।
5
ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
6
ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।
7
ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
8
ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।
9
ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
10
ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।
11
ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
12
ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
13
ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।
14
ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
15
ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
16
ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।
17
ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
18
“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ” !
19
ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
20
ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
ଗେର୍ଶୋନ ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
21
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
22
“ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
23
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
24
ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
25
ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
26
ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
27
ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।
28
ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
ମରାରି ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ
29
ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।
30
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।
31
ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
32
ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।
33
ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
34
ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
35
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।
36
ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
37
ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
38
ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
39
ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
40
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।
41
ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।
42
ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
43
ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
44
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।
45
ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
46
ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,
47
ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
48
ସେମାନେ ଗଣାଯା’ନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।
49
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।
ଗଣନା ପୁସ୍ତକ 4
1. {#1କହାତ ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ } ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 2. “ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ 3. ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।” 4. ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ। 5. ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ 6. ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ। 7. ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ। 8. ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ। 9. ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ। 10. ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ। 11. ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ। 12. ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ। 13. ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ। 14. ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ। 15. ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ। 16. ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ। 17. ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ, 18. “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ” ! 19. ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ। 20. ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।” 21. {#1ଗେର୍ଶୋନ ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ } ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 22. “ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ; 23. ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର। 24. ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି; 25. ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର; 26. ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ। 27. ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ। 28. ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ। 29. {#1ମରାରି ବଂଶୀୟ ଲେବୀୟମାନଙ୍କ ଦାୟିତ୍ୱ } ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ। 30. ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ। 31. ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ, 32. ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ। 33. ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ। 34. ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ 35. ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ। 36. ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ; 37. ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ। 38. ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ, 39. ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, 40. ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ। 41. ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ। 42. ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ, 43. ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, 44. ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ। 45. ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ। 46. ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ, 47. ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ, 48. ସେମାନେ ଗଣାଯା’ନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ। 49. ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।
ଗଣନା ପୁସ୍ତକ ଅଧ୍ୟାୟ 1
ଗଣନା ପୁସ୍ତକ ଅଧ୍ୟାୟ 2
ଗଣନା ପୁସ୍ତକ ଅଧ୍ୟାୟ 3
ଗଣନା ପୁସ୍ତକ ଅଧ୍ୟାୟ 4
ଗଣନା ପୁସ୍ତକ ଅଧ୍ୟାୟ 5
ଗଣନା ପୁସ୍ତକ ଅଧ୍ୟାୟ 6
ଗଣନା ପୁସ୍ତକ ଅଧ୍ୟାୟ 7
ଗଣନା ପୁସ୍ତକ ଅଧ୍ୟାୟ 8
ଗଣନା ପୁସ୍ତକ ଅଧ୍ୟାୟ 9
ଗଣନା ପୁସ୍ତକ ଅଧ୍ୟାୟ 10
ଗଣନା ପୁସ୍ତକ ଅଧ୍ୟାୟ 11
ଗଣନା ପୁସ୍ତକ ଅଧ୍ୟାୟ 12
ଗଣନା ପୁସ୍ତକ ଅଧ୍ୟାୟ 13
ଗଣନା ପୁସ୍ତକ ଅଧ୍ୟାୟ 14
ଗଣନା ପୁସ୍ତକ ଅଧ୍ୟାୟ 15
ଗଣନା ପୁସ୍ତକ ଅଧ୍ୟାୟ 16
ଗଣନା ପୁସ୍ତକ ଅଧ୍ୟାୟ 17
ଗଣନା ପୁସ୍ତକ ଅଧ୍ୟାୟ 18
ଗଣନା ପୁସ୍ତକ ଅଧ୍ୟାୟ 19
ଗଣନା ପୁସ୍ତକ ଅଧ୍ୟାୟ 20
ଗଣନା ପୁସ୍ତକ ଅଧ୍ୟାୟ 21
ଗଣନା ପୁସ୍ତକ ଅଧ୍ୟାୟ 22
ଗଣନା ପୁସ୍ତକ ଅଧ୍ୟାୟ 23
ଗଣନା ପୁସ୍ତକ ଅଧ୍ୟାୟ 24
ଗଣନା ପୁସ୍ତକ ଅଧ୍ୟାୟ 25
ଗଣନା ପୁସ୍ତକ ଅଧ୍ୟାୟ 26
ଗଣନା ପୁସ୍ତକ ଅଧ୍ୟାୟ 27
ଗଣନା ପୁସ୍ତକ ଅଧ୍ୟାୟ 28
ଗଣନା ପୁସ୍ତକ ଅଧ୍ୟାୟ 29
ଗଣନା ପୁସ୍ତକ ଅଧ୍ୟାୟ 30
ଗଣନା ପୁସ୍ତକ ଅଧ୍ୟାୟ 31
ଗଣନା ପୁସ୍ତକ ଅଧ୍ୟାୟ 32
ଗଣନା ପୁସ୍ତକ ଅଧ୍ୟାୟ 33
ଗଣନା ପୁସ୍ତକ ଅଧ୍ୟାୟ 34
ଗଣନା ପୁସ୍ତକ ଅଧ୍ୟାୟ 35
ଗଣନା ପୁସ୍ତକ ଅଧ୍ୟାୟ 36
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References