ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 110

ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା 1 2 *ଦାଉଦଙ୍କର ଗୀତ। *ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, *“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” *“ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।” 4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”* ଦେଖନ୍ତୁ ଏବ୍ରୀ. 5:6; 6:20; 7:17,21 5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ। 6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। 7 ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।
ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା 1 .::. 2 *ଦାଉଦଙ୍କର ଗୀତ। *ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, *“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” *“ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। .::. 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।” .::. 4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”* ଦେଖନ୍ତୁ ଏବ୍ରୀ. 5:6; 6:20; 7:17,21 .::. 5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ। .::. 6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। .::. 7 ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References