ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 3

ପ୍ରଭାତକାଳୀନ ପ୍ରାର୍ଥନା 1 2 *ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। *ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି *ବଢ଼ିଅଛନ୍ତି। *ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ। *ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ* ପରିତ୍ରାଣ କିମ୍ବା ସାହାଯ୍ୟ ନାହିଁ।” *ସେଲା 3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ। 4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। *ସେଲା 5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। 6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ। 7 ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ। 8 ପରିତ୍ରାଣ ପରିତ୍ରାଣ କିମ୍ବା ବିଜୟ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। *ସେଲା
1. {#1ପ୍ରଭାତକାଳୀନ ପ୍ରାର୍ଥନା } 2. *ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। *ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି *ବଢ଼ିଅଛନ୍ତି। *ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ। *ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ[* ପରିତ୍ରାଣ କିମ୍ବା ସାହାଯ୍ୟ ] ନାହିଁ।” [ସେଲା] 3. ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ। 4. ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା] 5. ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। 6. ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ। 7. ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ। 8. ପରିତ୍ରାଣ[† ପରିତ୍ରାଣ କିମ୍ବା ବିଜୟ ] ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References