ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 38

ଦୁଃଖୀର ପ୍ରାର୍ଥନା 1 2 *ଦାଉଦଙ୍କର ଗୀତ, ସ୍ମରଣୋପାୟ। *ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ *ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ। *କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି। 3 ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ ନାହିଁ। 4 କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। 5 ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି। 6 ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ। 7 କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ। 8 ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି। 9 ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ। 10 ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି। 11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। 12 ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି। 13 ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ। 14 ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ। 15 କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ। 16 କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି। 17 ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ। 18 ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି। 19 ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି। 20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ। 21 ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। 22 ହେ ପ୍ରଭୁ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
1. {#1ଦୁଃଖୀର ପ୍ରାର୍ଥନା } 2. *ଦାଉଦଙ୍କର ଗୀତ, ସ୍ମରଣୋପାୟ। *ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ *ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ। *କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି। 3. ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ ନାହିଁ। 4. କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। 5. ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି। 6. ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ। 7. କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ। 8. ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି। 9. ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ। 10. ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି। 11. ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। 12. ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି। 13. ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ। 14. ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ। 15. କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ। 16. କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି। 17. ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ। 18. ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି। 19. ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି। 20. ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ। 21. ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। 22. ହେ ପ୍ରଭୁ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References