ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 42

ଦ୍ୱିତୀୟ ଖଣ୍ଡ
42:1—72:20
ନିର୍ବାସିତର ପ୍ରାର୍ଥନା (1)
1 2 *ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। *ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି *ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ। *ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ? 3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” 4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। 5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି। 6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି। 7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି। 8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। 9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?” 10 ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” 11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
1. {#3ଦ୍ୱିତୀୟ ଖଣ୍ଡ 42:1—72:20 }{#1ନିର୍ବାସିତର ପ୍ରାର୍ଥନା (1) } 2. *ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। *ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି *ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ। *ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ? 3. ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” 4. ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି। 5. ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି। 6. ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି। 7. ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି। 8. ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। 9. ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?” 10. ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” 11. ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References