ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 88

ସହାୟତା ପାଇଁ ବିନତୀ 1 *ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। *ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି; 2 ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର; 3 କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। 4 ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ। 5 ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି। 6 ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ। 7 ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। *ସେଲା 8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ। 9 କ୍ଳେଶ ସକାଶୁ ମୋ’ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି। 10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? *ସେଲା 11 କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ ? 12 ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ ? 13 ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ। 14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋ’ ପ୍ରାଣକୁ ପରିତ୍ୟାଗ କରୁଅଛ ? ତୁମ୍ଭେ କାହିଁକି ମୋ’ଠାରୁ ଆପଣା ମୁଖ ଲୁଚାଉଅଛ ? 15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି। 16 ତୁମ୍ଭ ପ୍ରଚଣ୍ଡ କୋପ ମୋ’ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି। 17 ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ। 18 ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋ’ଠାରୁ ଦୂରରେ ଓ ମୋ’ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।
1. {#1ସହାୟତା ପାଇଁ ବିନତୀ }*ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। *ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି; 2. ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର; 3. କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। 4. ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ। 5. ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି। 6. ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ। 7. ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା] 8. ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ। 9. କ୍ଳେଶ ସକାଶୁ ମୋ’ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି। 10. ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? [ସେଲା] 11. କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ ? 12. ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ ? 13. ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ। 14. ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋ’ ପ୍ରାଣକୁ ପରିତ୍ୟାଗ କରୁଅଛ ? ତୁମ୍ଭେ କାହିଁକି ମୋ’ଠାରୁ ଆପଣା ମୁଖ ଲୁଚାଉଅଛ ? 15. ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି। 16. ତୁମ୍ଭ ପ୍ରଚଣ୍ଡ କୋପ ମୋ’ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି। 17. ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ। 18. ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋ’ଠାରୁ ଦୂରରେ ଓ ମୋ’ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References