ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
14
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
:
1
2
3
4
5
6
7
8
9
10
11
12
13
14
15
16
17
18
19
20
ରେକର୍ଡଗୁଡିକ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:0 (01 20 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14
ମେଷଶାବକ ଏବଂ 1,44,000 ଭକ୍ତ
1
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି 144,000 (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।
2
ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି ।
3
ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି 144,000 (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।
4
ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;
5
ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ ।
ତିନି ଦୂତଙ୍କର ସମ୍ବାଦ
6
ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,
7
ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର ।
8
ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି ।
9
ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
10
ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।
11
ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ ।
12
ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ ।
13
ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।
ପୃଥିବୀର ଶସ୍ୟ ଅମଳ
14
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ ।
15
ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି ।
16
ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା ।
17
ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା ।
18
ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।
19
ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ୱରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ ।
20
ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ (300 କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14
1. {#1ମେଷଶାବକ ଏବଂ 1,44,000 ଭକ୍ତ } ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି 144,000 (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି । 2. ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି । 3. ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି 144,000 (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ । 4. ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି; 5. ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ । 6. {#1ତିନି ଦୂତଙ୍କର ସମ୍ବାଦ } ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ, 7. ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର । 8. ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି । 9. ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ, 10. ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ । 11. ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ । 12. ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ । 13. ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ । 14. {#1ପୃଥିବୀର ଶସ୍ୟ ଅମଳ } ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ । 15. ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି । 16. ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା । 17. ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା । 18. ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି । 19. ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ୱରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ । 20. ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ (300 କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References