ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ସିଫନିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
3
1
2
3
:
1
2
3
4
5
6
7
8
9
10
11
12
13
14
15
16
17
18
19
20
ରେକର୍ଡଗୁଡିକ
ସିଫନିୟ 3:0 (08 49 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ସିଫନିୟ ଅଧ୍ୟାୟ 3
1
ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
2
ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।
3
ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
4
ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।
5
ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
6
ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।
7
ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।
8
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
ଗୋଷ୍ଠୀଗଣଙ୍କ ପରିବର୍ତ୍ତନ
9
ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
10
ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।
11
ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
12
ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।
13
ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
ଇସ୍ରାଏଲର ଆନନ୍ଦ ଓ ପୁନଃରୁଦ୍ଧାର
14
ଗୋ ସିୟୋନ କନ୍ୟେ,
*
ସିୟୋନ କନ୍ୟେ, ଅର୍ଥାତ୍ ଇସ୍ରାଏଲର ଲୋକମାନେ
ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ,
† ଯିରୂଶାଲମ କନ୍ୟେ, ଅର୍ଥାତ୍ ଯିରୂଶାଲମର ଲୋକମାନେ
ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
15
ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
16
ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।
17
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
18
ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।
19
ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।
20
ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି।
ସିଫନିୟ 3
1. ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ। 2. ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ। 3. ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ। 4. ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି। 5. ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ। 6. ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ। 7. ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ। 8. ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ। 9. {#1ଗୋଷ୍ଠୀଗଣଙ୍କ ପରିବର୍ତ୍ତନ } ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା। 10. ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ। 11. ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ। 12. ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ। 13. ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ। 14. {#1ଇସ୍ରାଏଲର ଆନନ୍ଦ ଓ ପୁନଃରୁଦ୍ଧାର } ଗୋ ସିୟୋନ କନ୍ୟେ,[* ସିୟୋନ କନ୍ୟେ, ଅର୍ଥାତ୍ ଇସ୍ରାଏଲର ଲୋକମାନେ ] ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, [† ଯିରୂଶାଲମ କନ୍ୟେ, ଅର୍ଥାତ୍ ଯିରୂଶାଲମର ଲୋକମାନେ ] ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। 15. ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। 16. ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ। 17. ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। 18. ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା। 19. ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା। 20. ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି।
ସିଫନିୟ ଅଧ୍ୟାୟ 1
ସିଫନିୟ ଅଧ୍ୟାୟ 2
ସିଫନିୟ ଅଧ୍ୟାୟ 3
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References