ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 145

1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ । ହେ ରାଜନ୍, ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, 2 ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି । 3 ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ । 4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ । 5 ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ଓ ତୁମ୍ଭ ଆଶ୍ଚର୍ଯ୍ୟ-କ୍ରିୟାର ବିଷୟ ଧ୍ୟାନ କରିବି । 6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି । 7 ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ । 8 ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ । 9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ । 10 ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, 12 ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ । 13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ଵସକଳ ପୁରୁଷାନୁକ୍ରମସ୍ଥାୟୀ । 14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି । 15 ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ । 16 ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ । 17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, 18 ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି । 19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୁକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ । 20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ । 21 ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ ।
1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ । ହେ ରାଜନ୍, ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, .::. 2 ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି । .::. 3 ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ । .::. 4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ । .::. 5 ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ଓ ତୁମ୍ଭ ଆଶ୍ଚର୍ଯ୍ୟ-କ୍ରିୟାର ବିଷୟ ଧ୍ୟାନ କରିବି । .::. 6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି । .::. 7 ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ । .::. 8 ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ । .::. 9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ । .::. 10 ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; .::. 11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, .::. 12 ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ । .::. 13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ଵସକଳ ପୁରୁଷାନୁକ୍ରମସ୍ଥାୟୀ । .::. 14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି । .::. 15 ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ । .::. 16 ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ । .::. 17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, .::. 18 ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି । .::. 19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୁକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ । .::. 20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ । .::. 21 ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References