ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ

ଯିରିମିୟ ଅଧ୍ୟାୟ 45

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ, 2 ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତୁମ୍ଭକୁ ଏହି କଥା କହନ୍ତି; 3 ତୁମ୍ଭେ କହିଲ, ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳା; ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ । 4 ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା । 5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା ।
1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ, .::. 2 ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତୁମ୍ଭକୁ ଏହି କଥା କହନ୍ତି; .::. 3 ତୁମ୍ଭେ କହିଲ, ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳା; ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ । .::. 4 ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା । .::. 5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା । .::.
  • ଯିରିମିୟ ଅଧ୍ୟାୟ 1  
  • ଯିରିମିୟ ଅଧ୍ୟାୟ 2  
  • ଯିରିମିୟ ଅଧ୍ୟାୟ 3  
  • ଯିରିମିୟ ଅଧ୍ୟାୟ 4  
  • ଯିରିମିୟ ଅଧ୍ୟାୟ 5  
  • ଯିରିମିୟ ଅଧ୍ୟାୟ 6  
  • ଯିରିମିୟ ଅଧ୍ୟାୟ 7  
  • ଯିରିମିୟ ଅଧ୍ୟାୟ 8  
  • ଯିରିମିୟ ଅଧ୍ୟାୟ 9  
  • ଯିରିମିୟ ଅଧ୍ୟାୟ 10  
  • ଯିରିମିୟ ଅଧ୍ୟାୟ 11  
  • ଯିରିମିୟ ଅଧ୍ୟାୟ 12  
  • ଯିରିମିୟ ଅଧ୍ୟାୟ 13  
  • ଯିରିମିୟ ଅଧ୍ୟାୟ 14  
  • ଯିରିମିୟ ଅଧ୍ୟାୟ 15  
  • ଯିରିମିୟ ଅଧ୍ୟାୟ 16  
  • ଯିରିମିୟ ଅଧ୍ୟାୟ 17  
  • ଯିରିମିୟ ଅଧ୍ୟାୟ 18  
  • ଯିରିମିୟ ଅଧ୍ୟାୟ 19  
  • ଯିରିମିୟ ଅଧ୍ୟାୟ 20  
  • ଯିରିମିୟ ଅଧ୍ୟାୟ 21  
  • ଯିରିମିୟ ଅଧ୍ୟାୟ 22  
  • ଯିରିମିୟ ଅଧ୍ୟାୟ 23  
  • ଯିରିମିୟ ଅଧ୍ୟାୟ 24  
  • ଯିରିମିୟ ଅଧ୍ୟାୟ 25  
  • ଯିରିମିୟ ଅଧ୍ୟାୟ 26  
  • ଯିରିମିୟ ଅଧ୍ୟାୟ 27  
  • ଯିରିମିୟ ଅଧ୍ୟାୟ 28  
  • ଯିରିମିୟ ଅଧ୍ୟାୟ 29  
  • ଯିରିମିୟ ଅଧ୍ୟାୟ 30  
  • ଯିରିମିୟ ଅଧ୍ୟାୟ 31  
  • ଯିରିମିୟ ଅଧ୍ୟାୟ 32  
  • ଯିରିମିୟ ଅଧ୍ୟାୟ 33  
  • ଯିରିମିୟ ଅଧ୍ୟାୟ 34  
  • ଯିରିମିୟ ଅଧ୍ୟାୟ 35  
  • ଯିରିମିୟ ଅଧ୍ୟାୟ 36  
  • ଯିରିମିୟ ଅଧ୍ୟାୟ 37  
  • ଯିରିମିୟ ଅଧ୍ୟାୟ 38  
  • ଯିରିମିୟ ଅଧ୍ୟାୟ 39  
  • ଯିରିମିୟ ଅଧ୍ୟାୟ 40  
  • ଯିରିମିୟ ଅଧ୍ୟାୟ 41  
  • ଯିରିମିୟ ଅଧ୍ୟାୟ 42  
  • ଯିରିମିୟ ଅଧ୍ୟାୟ 43  
  • ଯିରିମିୟ ଅଧ୍ୟାୟ 44  
  • ଯିରିମିୟ ଅଧ୍ୟାୟ 45  
  • ଯିରିମିୟ ଅଧ୍ୟାୟ 46  
  • ଯିରିମିୟ ଅଧ୍ୟାୟ 47  
  • ଯିରିମିୟ ଅଧ୍ୟାୟ 48  
  • ଯିରିମିୟ ଅଧ୍ୟାୟ 49  
  • ଯିରିମିୟ ଅଧ୍ୟାୟ 50  
  • ଯିରିମିୟ ଅଧ୍ୟାୟ 51  
  • ଯିରିମିୟ ଅଧ୍ୟାୟ 52  
×

Alert

×

Oriya Letters Keypad References