ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 118

1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 2 ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । 3 ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । 4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । 5 ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ । 6 ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ? 7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି । 8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ । 9 ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ । 10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି । 11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି । 12 ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; 13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ । 14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି । 15 ଧାର୍ମିକମାନଙ୍କ ତମ୍ଵୁରେ ଆନନ୍ଦ ଓ ପରିତ୍ରାଣର ଧ୍ଵନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ । 16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ । 17 ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି । 18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି । 19 ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି । 20 ଏହି ସଦାପ୍ରଭୁଙ୍କ ଦ୍ଵାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ । 21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି । 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି । 23 ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ । 24 ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା । 25 ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର । 26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ । 27 ସଦାପ୍ରଭୁ ପରମେଶ୍ଵର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ଵାରା ବଳିକି ବାନ୍ଧ । 28 ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି । 29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ ।
1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 2 ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । .::. 3 ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । .::. 4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । .::. 5 ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ । .::. 6 ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ? .::. 7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି । .::. 8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ । .::. 9 ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ । .::. 10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି । .::. 11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି । .::. 12 ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; .::. 13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ । .::. 14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି । .::. 15 ଧାର୍ମିକମାନଙ୍କ ତମ୍ଵୁରେ ଆନନ୍ଦ ଓ ପରିତ୍ରାଣର ଧ୍ଵନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ । .::. 16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ । .::. 17 ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି । .::. 18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି । .::. 19 ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି । .::. 20 ଏହି ସଦାପ୍ରଭୁଙ୍କ ଦ୍ଵାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ । .::. 21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି । .::. 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି । .::. 23 ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ । .::. 24 ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା । .::. 25 ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର । .::. 26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ । .::. 27 ସଦାପ୍ରଭୁ ପରମେଶ୍ଵର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ଵାରା ବଳିକି ବାନ୍ଧ । .::. 28 ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି । .::. 29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References