ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 19

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ । 2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ । 3 କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ । 4 ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ । ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, 5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ । 6 ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ । 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ । 9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ । ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ । 10 ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ । 11 ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ । 12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର । 13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି । 14 ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ ।
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ । .::. 2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ । .::. 3 କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ । .::. 4 ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ । ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, .::. 5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ । .::. 6 ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ । .::. 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ .::. 8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ । .::. 9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ । ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ । .::. 10 ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ । .::. 11 ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ । .::. 12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର । .::. 13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି । .::. 14 ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References