ଓଡିଆ ବାଇବଲ |
KJV
ORV
IRVOR
ଯିଶାଇୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
47
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
:
ରେକର୍ଡଗୁଡିକ
ଆଦି ପୁସ୍ତକ 3:126 (09 40 pm)
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:29 (09 40 pm)
ଗୀତସଂହିତା 103:150 (09 40 pm)
ଆଦି ପୁସ୍ତକ 4:18 (09 40 pm)
ନିହିମିୟା 4:36 (09 40 pm)
ମାଥିଉଲିଖିତ ସୁସମାଚାର 20:16 (09 41 pm)
ଯିରିମିୟ 20:48 (09 41 pm)
ଆଦି ପୁସ୍ତକ 47:67 (09 41 pm)
ଆଦି ପୁସ୍ତକ 34:82 (09 41 pm)
ଗୀତସଂହିତା 118:21 (09 41 pm)
ଆଦି ପୁସ୍ତକ 18:143 (09 41 pm)
ଯିଶାଇୟ 47:0 (09 41 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିଶାଇୟ ଅଧ୍ୟାୟ 47
1
ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ ।
2
ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ ।
3
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ ।
4
ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ଵରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ ।
5
ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ ।
6
ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ⇧।
7
ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ ।
8
ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ;
9
ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ ।
10
କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;
11
ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ ।
12
ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ ।
13
ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ ।
14
ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ ।
15
ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ ।
ଯିଶାଇୟ 47
1. ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ । 2. ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ । 3. ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ । 4. ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ଵରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ । 5. ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ । 6. ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ⇧। 7. ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ । 8. ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ; 9. ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ । 10. କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; 11. ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ । 12. ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ । 13. ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ । 14. ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ । 15. ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ ।
ଯିଶାଇୟ ଅଧ୍ୟାୟ 1
ଯିଶାଇୟ ଅଧ୍ୟାୟ 2
ଯିଶାଇୟ ଅଧ୍ୟାୟ 3
ଯିଶାଇୟ ଅଧ୍ୟାୟ 4
ଯିଶାଇୟ ଅଧ୍ୟାୟ 5
ଯିଶାଇୟ ଅଧ୍ୟାୟ 6
ଯିଶାଇୟ ଅଧ୍ୟାୟ 7
ଯିଶାଇୟ ଅଧ୍ୟାୟ 8
ଯିଶାଇୟ ଅଧ୍ୟାୟ 9
ଯିଶାଇୟ ଅଧ୍ୟାୟ 10
ଯିଶାଇୟ ଅଧ୍ୟାୟ 11
ଯିଶାଇୟ ଅଧ୍ୟାୟ 12
ଯିଶାଇୟ ଅଧ୍ୟାୟ 13
ଯିଶାଇୟ ଅଧ୍ୟାୟ 14
ଯିଶାଇୟ ଅଧ୍ୟାୟ 15
ଯିଶାଇୟ ଅଧ୍ୟାୟ 16
ଯିଶାଇୟ ଅଧ୍ୟାୟ 17
ଯିଶାଇୟ ଅଧ୍ୟାୟ 18
ଯିଶାଇୟ ଅଧ୍ୟାୟ 19
ଯିଶାଇୟ ଅଧ୍ୟାୟ 20
ଯିଶାଇୟ ଅଧ୍ୟାୟ 21
ଯିଶାଇୟ ଅଧ୍ୟାୟ 22
ଯିଶାଇୟ ଅଧ୍ୟାୟ 23
ଯିଶାଇୟ ଅଧ୍ୟାୟ 24
ଯିଶାଇୟ ଅଧ୍ୟାୟ 25
ଯିଶାଇୟ ଅଧ୍ୟାୟ 26
ଯିଶାଇୟ ଅଧ୍ୟାୟ 27
ଯିଶାଇୟ ଅଧ୍ୟାୟ 28
ଯିଶାଇୟ ଅଧ୍ୟାୟ 29
ଯିଶାଇୟ ଅଧ୍ୟାୟ 30
ଯିଶାଇୟ ଅଧ୍ୟାୟ 31
ଯିଶାଇୟ ଅଧ୍ୟାୟ 32
ଯିଶାଇୟ ଅଧ୍ୟାୟ 33
ଯିଶାଇୟ ଅଧ୍ୟାୟ 34
ଯିଶାଇୟ ଅଧ୍ୟାୟ 35
ଯିଶାଇୟ ଅଧ୍ୟାୟ 36
ଯିଶାଇୟ ଅଧ୍ୟାୟ 37
ଯିଶାଇୟ ଅଧ୍ୟାୟ 38
ଯିଶାଇୟ ଅଧ୍ୟାୟ 39
ଯିଶାଇୟ ଅଧ୍ୟାୟ 40
ଯିଶାଇୟ ଅଧ୍ୟାୟ 41
ଯିଶାଇୟ ଅଧ୍ୟାୟ 42
ଯିଶାଇୟ ଅଧ୍ୟାୟ 43
ଯିଶାଇୟ ଅଧ୍ୟାୟ 44
ଯିଶାଇୟ ଅଧ୍ୟାୟ 45
ଯିଶାଇୟ ଅଧ୍ୟାୟ 46
ଯିଶାଇୟ ଅଧ୍ୟାୟ 47
ଯିଶାଇୟ ଅଧ୍ୟାୟ 48
ଯିଶାଇୟ ଅଧ୍ୟାୟ 49
ଯିଶାଇୟ ଅଧ୍ୟାୟ 50
ଯିଶାଇୟ ଅଧ୍ୟାୟ 51
ଯିଶାଇୟ ଅଧ୍ୟାୟ 52
ଯିଶାଇୟ ଅଧ୍ୟାୟ 53
ଯିଶାଇୟ ଅଧ୍ୟାୟ 54
ଯିଶାଇୟ ଅଧ୍ୟାୟ 55
ଯିଶାଇୟ ଅଧ୍ୟାୟ 56
ଯିଶାଇୟ ଅଧ୍ୟାୟ 57
ଯିଶାଇୟ ଅଧ୍ୟାୟ 58
ଯିଶାଇୟ ଅଧ୍ୟାୟ 59
ଯିଶାଇୟ ଅଧ୍ୟାୟ 60
ଯିଶାଇୟ ଅଧ୍ୟାୟ 61
ଯିଶାଇୟ ଅଧ୍ୟାୟ 62
ଯିଶାଇୟ ଅଧ୍ୟାୟ 63
ଯିଶାଇୟ ଅଧ୍ୟାୟ 64
ଯିଶାଇୟ ଅଧ୍ୟାୟ 65
ଯିଶାଇୟ ଅଧ୍ୟାୟ 66
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References