ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 136

1. ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 2. ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 3. ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 4. ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 5. ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) 6. ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 7. ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 8. ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 9. ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 10. ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 11. ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 12. ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 13. ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 14. ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 15. ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 16. ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 17. ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 18. ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 19. ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 20. ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 21. ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 22. ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 23. ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 24. ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 25. ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 26. ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
1. ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 2. ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 3. ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 4. ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 5. ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) .::. 6. ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 7. ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 8. ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 9. ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 10. ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 11. ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 12. ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 13. ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 14. ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 15. ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; .::. 16. ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 17. ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; .::. 18. ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; .::. 19. ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; .::. 20. ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; .::. 21. ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 22. ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; .::. 23. ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 24. ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 25. ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 26. ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References