ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 57

1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି । 2 ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି । 3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ [ସେଲା ପରମେଶ୍ଵର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ । 4 ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ । 5 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ । 6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି । [ସେଲା 7 ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି । 8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି । 9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି । 10 କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ । 11 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ ।
1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି । .::. 2 ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି । .::. 3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ [ସେଲା ପରମେଶ୍ଵର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ । .::. 4 ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ । .::. 5 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ । .::. 6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି । [ସେଲା .::. 7 ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି । .::. 8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି । .::. 9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି । .::. 10 କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ । .::. 11 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References