ଓଡିଆ ବାଇବଲ |
KNV
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
History
ଦିତୀୟ ବିବରଣ 5:0 (12 13 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ବିବରଣ ଅଧ୍ୟାୟ 5
1
ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ ଓ ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର ।
2
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
3
ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ ।
4
ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ ।
5
ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଛିଡ଼ା ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,
6
ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ।
7
ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁଣ।
8
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ) ।
9
ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ । ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
10
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ ।
11
ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ନାମ ଘେନିବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ଘେନେ, ସଦାପ୍ରଭୁ ତାହାକୁ ନିରପରାଧ କରି ଗଣନା କରିବେ ନାହିଁ ।
12
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର ।
13
ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
14
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ ।
15
ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପରାକ୍ରା; ହସ୍ତ ଓ ବିସ୍ତାରିତ ବାହୁ ଦ୍ଵାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି ।
16
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ,,ଓ ମଙ୍ଗଳ ହେବ ।
17
ତୁମ୍ଭେ ନରହତ୍ୟା କରିବ ନାହିଁ ।
18
କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ ।
19
କିଅବା ତୁମ୍ଭେ ଚୋରି କରିବ ନାହିଁ ।
20
କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେବ ନାହିଁ ।
21
କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, କି ତାହାର ଦାସ, କି ତାହାର ଦାସୀ, କି ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ବାଞ୍ଛା କରିବ ନାହିଁ ।
22
ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ଵରରେ କହିଲେ, ଆଉ କିଛି କହିଲେ ନାହିଁ । ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।
23
ମାତ୍ର ପର୍ବତ ଅଗ୍ନିରେ ଜ୍ଵଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼନିକଟକୁ ଆସିଲ;
24
ପୁଣି ତୁମ୍ଭେମାନେ କହିଲ, ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଲୁ ଯେ, ପରମେଶ୍ଵର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ ।
25
ମାତ୍ର ଆମ୍ଭେମାନେ ଏବେ କିହେତୁ ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା ।
26
କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ଵରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?
27
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା ।
28
ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି ।
29
ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତାଣ!
30
ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ଵୁକୁ ଫେରି ଯାଅ ।
31
ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ; ତାହାସବୁ ଆମ୍ଭେ ତୁମ୍ଭକୁ କହିବା ।
32
ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ ।
33
ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଯେ ଯେ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ ।
ଦିତୀୟ ବିବରଣ 5

.::.

ଦିତୀୟ ବିବରଣ ଅଧ୍ୟାୟ 1
ଦିତୀୟ ବିବରଣ ଅଧ୍ୟାୟ 2
ଦିତୀୟ ବିବରଣ ଅଧ୍ୟାୟ 3
ଦିତୀୟ ବିବରଣ ଅଧ୍ୟାୟ 4
ଦିତୀୟ ବିବରଣ ଅଧ୍ୟାୟ 5
ଦିତୀୟ ବିବରଣ ଅଧ୍ୟାୟ 6
ଦିତୀୟ ବିବରଣ ଅଧ୍ୟାୟ 7
ଦିତୀୟ ବିବରଣ ଅଧ୍ୟାୟ 8
ଦିତୀୟ ବିବରଣ ଅଧ୍ୟାୟ 9
ଦିତୀୟ ବିବରଣ ଅଧ୍ୟାୟ 10
ଦିତୀୟ ବିବରଣ ଅଧ୍ୟାୟ 11
ଦିତୀୟ ବିବରଣ ଅଧ୍ୟାୟ 12
ଦିତୀୟ ବିବରଣ ଅଧ୍ୟାୟ 13
ଦିତୀୟ ବିବରଣ ଅଧ୍ୟାୟ 14
ଦିତୀୟ ବିବରଣ ଅଧ୍ୟାୟ 15
ଦିତୀୟ ବିବରଣ ଅଧ୍ୟାୟ 16
ଦିତୀୟ ବିବରଣ ଅଧ୍ୟାୟ 17
ଦିତୀୟ ବିବରଣ ଅଧ୍ୟାୟ 18
ଦିତୀୟ ବିବରଣ ଅଧ୍ୟାୟ 19
ଦିତୀୟ ବିବରଣ ଅଧ୍ୟାୟ 20
ଦିତୀୟ ବିବରଣ ଅଧ୍ୟାୟ 21
ଦିତୀୟ ବିବରଣ ଅଧ୍ୟାୟ 22
ଦିତୀୟ ବିବରଣ ଅଧ୍ୟାୟ 23
ଦିତୀୟ ବିବରଣ ଅଧ୍ୟାୟ 24
ଦିତୀୟ ବିବରଣ ଅଧ୍ୟାୟ 25
ଦିତୀୟ ବିବରଣ ଅଧ୍ୟାୟ 26
ଦିତୀୟ ବିବରଣ ଅଧ୍ୟାୟ 27
ଦିତୀୟ ବିବରଣ ଅଧ୍ୟାୟ 28
ଦିତୀୟ ବିବରଣ ଅଧ୍ୟାୟ 29
ଦିତୀୟ ବିବରଣ ଅଧ୍ୟାୟ 30
ଦିତୀୟ ବିବରଣ ଅଧ୍ୟାୟ 31
ଦିତୀୟ ବିବରଣ ଅଧ୍ୟାୟ 32
ଦିତୀୟ ବିବରଣ ଅଧ୍ୟାୟ 33
ଦିତୀୟ ବିବରଣ ଅଧ୍ୟାୟ 34
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References