ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

Notes

No Verse Added

ଯିଶାଇୟ ଅଧ୍ୟାୟ 12

1. ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ । 2. ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି । 3. ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ । 4. ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧। 5. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ । 6. ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି ।
1. ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ । .::. 2. ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି । .::. 3. ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ । .::. 4. ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧। .::. 5. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ । .::. 6. ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
Common Bible Languages
West Indian Languages
×

Alert

×

oriya Letters Keypad References