ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 52

1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ଵାଦ ଦେବା ବେଳେ ରଚିତ । ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ? 2. ପରମେଶ୍ଵରଙ୍କ ଦୟା ନିତ୍ୟସ୍ଥାୟୀ । ତୁମ୍ଭର ଜିହ୍ଵା ନିତା; ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି । 3. ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ । [ସେଲା 4. ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ଵେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ । 5. ପରମେଶ୍ଵର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ଵୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ । [ସେଲା 6. ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ, 7. ଦେଖ, ଏହି ଲୋକ ପରମେଶ୍ଵରଙ୍କୁ ଆପଣାର ବଳ ସ୍ଵରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା । ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା । 8. ମାତ୍ର ମୁଁ ପରମେଶ୍ଵରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି । ମୁଁ ଅନନ୍ତକାଳ ପରମେଶ୍ଵରଙ୍କ ଦୟାରେ ବିଶ୍ଵାସ କଲି । 9. ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ଵାଦ ଦେବା ବେଳେ ରଚିତ । ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ? .::. 2. ପରମେଶ୍ଵରଙ୍କ ଦୟା ନିତ୍ୟସ୍ଥାୟୀ । ତୁମ୍ଭର ଜିହ୍ଵା ନିତା; ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି । .::. 3. ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ । [ସେଲା .::. 4. ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ଵେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ । .::. 5. ପରମେଶ୍ଵର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ଵୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ । [ସେଲା .::. 6. ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ, .::. 7. ଦେଖ, ଏହି ଲୋକ ପରମେଶ୍ଵରଙ୍କୁ ଆପଣାର ବଳ ସ୍ଵରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା । ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା । .::. 8. ମାତ୍ର ମୁଁ ପରମେଶ୍ଵରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି । ମୁଁ ଅନନ୍ତକାଳ ପରମେଶ୍ଵରଙ୍କ ଦୟାରେ ବିଶ୍ଵାସ କଲି । .::. 9. ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References