ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 56

1. ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; 2. ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ । 3. ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି । 4. ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ? 5. ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ । 6. ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି । 7. ସେମାନେ କʼଣ ଅଧର୍ମ ଦ୍ଵାରା ରକ୍ଷା ପାଇବେ? ହେ ପରମେଶ୍ଵର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର । 8. ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ । ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? 9. ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ । 10. ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । 11. ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରିପାରେ? 12. ହେ ପରମେଶ୍ଵର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି । 13. କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ?
1. ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; .::. 2. ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ । .::. 3. ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି । .::. 4. ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ? .::. 5. ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ । .::. 6. ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି । .::. 7. ସେମାନେ କʼଣ ଅଧର୍ମ ଦ୍ଵାରା ରକ୍ଷା ପାଇବେ? ହେ ପରମେଶ୍ଵର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର । .::. 8. ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ । ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? .::. 9. ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ । .::. 10. ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । .::. 11. ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରିପାରେ? .::. 12. ହେ ପରମେଶ୍ଵର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି । .::. 13. କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ? .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References