ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 37

1 ଦାଉଦଙ୍କର ଗୀତ । ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ । 2 କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ । 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ଵସ୍ତତାର ଅନୁଗାମୀ ହୁଅ । 4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ । 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ । 6 ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ । 7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ । 8 କ୍ରୋଧରୁ କ୍ଷା; ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ । 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ । 10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯନିପୂର୍ବକ ତାହାର ସ୍ଥାନ ତତ୍ତ୍ଵ କରିବ, ଆଉ ସେ ନ ଥିବ । 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ । 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦ; କଡ଼ମଡ଼ କରେ । 13 ପ୍ରଭୁ ତାହାକୁ ଉପହାସ କରିବେ । କାରଣ ତାହାର ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି । 14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି । 15 ସେମାନଙ୍କ ଖଡ଼୍‍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ । 16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ । 17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ । 18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ । 19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ । 20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ । 21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ । ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ । 22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ 23 ସଦାପ୍ରଭୁଙ୍କ ଦ୍ଵାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି । 24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ଵହସ୍ତରେ ତାହାକୁ ଧରି ରଖନ୍ତି । 25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ । 26 ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି । 27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ପୁଣି, ଅନନ୍ତକାଳ ବାସ କର । 28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ । 29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ । 30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ଵା ନ୍ୟାୟ ବିଚାରର କଥା କହେ । 31 ତାହାର ପରମେଶ୍ଵରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ । 32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ । 33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ । 34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ । 35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ଵଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି । 36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ଵେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ । 37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି । 38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ । 39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି । 40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ ।
1 ଦାଉଦଙ୍କର ଗୀତ । ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ । .::. 2 କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ । .::. 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ଵସ୍ତତାର ଅନୁଗାମୀ ହୁଅ । .::. 4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ । .::. 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ । .::. 6 ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ । .::. 7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ । .::. 8 କ୍ରୋଧରୁ କ୍ଷା; ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ । .::. 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ । .::. 10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯନିପୂର୍ବକ ତାହାର ସ୍ଥାନ ତତ୍ତ୍ଵ କରିବ, ଆଉ ସେ ନ ଥିବ । .::. 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ । .::. 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦ; କଡ଼ମଡ଼ କରେ । .::. 13 ପ୍ରଭୁ ତାହାକୁ ଉପହାସ କରିବେ । କାରଣ ତାହାର ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି । .::. 14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି । .::. 15 ସେମାନଙ୍କ ଖଡ଼୍‍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ । .::. 16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ । .::. 17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ । .::. 18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ । .::. 19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ । .::. 20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ । .::. 21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ । ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ । .::. 22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ .::. 23 ସଦାପ୍ରଭୁଙ୍କ ଦ୍ଵାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି । .::. 24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ଵହସ୍ତରେ ତାହାକୁ ଧରି ରଖନ୍ତି । .::. 25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ । .::. 26 ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି । .::. 27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ପୁଣି, ଅନନ୍ତକାଳ ବାସ କର । .::. 28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ । .::. 29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ । .::. 30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ଵା ନ୍ୟାୟ ବିଚାରର କଥା କହେ । .::. 31 ତାହାର ପରମେଶ୍ଵରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ । .::. 32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ । .::. 33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ । .::. 34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ । .::. 35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ଵଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି । .::. 36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ଵେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ । .::. 37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି । .::. 38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ । .::. 39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି । .::. 40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References