ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 45

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ପ୍ରେମ ଗୀତ । ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ । 2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି । 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ । 4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ । 5 ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ । 6 ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ; ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ । 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି। 8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି । 9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି । 10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର; 11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ । କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର । 12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ । 13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ । 14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ । 15 ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ; 16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ । 17 ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ ।
1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ପ୍ରେମ ଗୀତ । ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ । .::. 2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି । .::. 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ । .::. 4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ । .::. 5 ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ । .::. 6 ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ; ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ । .::. 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି। .::. 8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି । .::. 9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି । .::. 10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର; .::. 11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ । କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର । .::. 12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ । .::. 13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ । .::. 14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ । .::. 15 ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ; .::. 16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ । .::. 17 ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References