ଓଡିଆ ବାଇବଲ |
LXXEN
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଏବ୍ରୀମାନଙ୍କ ନିକଟକୁ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
8
1
2
3
4
5
6
7
8
9
10
11
12
13
:
1
2
3
4
5
6
7
8
9
10
11
12
13
ରେକର୍ଡଗୁଡିକ
ଏବ୍ରୀମାନଙ୍କ ନିକଟକୁ ପତ୍ର 8:0 (06 59 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 8
1
ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ଵର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି;
2
ସେ ମହାପବିତ୍ର ସ୍ଥାନର ପୁଣି ଯେଉଁ ଯଥାର୍ଥ ତମ୍ଭୁ ମନୁଷ୍ୟ ଦ୍ଵାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ଵାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି ।
3
କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ ।
4
ସେ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇ ପାରି ନ ଥାଆନ୍ତେ, କାରଣ ଯେଉଁମାନେ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;
5
ସେମାନେ ଯାହାର ସେବା କରନ୍ତି, ତାହା ସ୍ଵର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ଵୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ଵର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କରଁ ।
6
କିନ୍ତୁ ଏବେ ଯେଉଁ ପରିମାଣରେ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ ହୋଇଅଛନ୍ତି ।
7
କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ଵିତୀୟ ନିୟମର କଥା ଉଠି ନ ଥାଆନ୍ତା ।
8
ଯେଣୁ ସେ ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;
9
ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ-ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି ।
10
କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,
11
ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ସେମାନେ ଆମ୍ଭର ଲୋକ ହେବେ; ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗର-ବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ ।
12
କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ ।
13
ସେ ନୂତନ ନିୟମ ବୋଲି କହିବା ଦ୍ଵାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଅନ୍ତର୍ହିତ ହେବାର ସମୟ ସନ୍ନିକଟ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 8
1. ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ଵର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି; 2. ସେ ମହାପବିତ୍ର ସ୍ଥାନର ପୁଣି ଯେଉଁ ଯଥାର୍ଥ ତମ୍ଭୁ ମନୁଷ୍ୟ ଦ୍ଵାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ଵାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି । 3. କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ । 4. ସେ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇ ପାରି ନ ଥାଆନ୍ତେ, କାରଣ ଯେଉଁମାନେ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି; 5. ସେମାନେ ଯାହାର ସେବା କରନ୍ତି, ତାହା ସ୍ଵର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ଵୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ଵର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କରଁ । 6. କିନ୍ତୁ ଏବେ ଯେଉଁ ପରିମାଣରେ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ ହୋଇଅଛନ୍ତି । 7. କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ଵିତୀୟ ନିୟମର କଥା ଉଠି ନ ଥାଆନ୍ତା । 8. ଯେଣୁ ସେ ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା; 9. ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ-ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି । 10. କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା, 11. ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ସେମାନେ ଆମ୍ଭର ଲୋକ ହେବେ; ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗର-ବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ । 12. କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ । 13. ସେ ନୂତନ ନିୟମ ବୋଲି କହିବା ଦ୍ଵାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଅନ୍ତର୍ହିତ ହେବାର ସମୟ ସନ୍ନିକଟ ।
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 1
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 2
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 3
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 4
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 5
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 6
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 7
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 8
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 9
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 10
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 11
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 12
ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 13
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References