ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 36

1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ଵର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର । 2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ । 3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି । 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ । 5 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ଵର୍ଗରେ ଥାଏ; ତୁମ୍ଭର ବିଶ୍ଵସ୍ତତା ଗଗନସ୍ପର୍ଶୀ । 6 ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ । 7 ହେ ପରମେଶ୍ଵର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି । 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ । 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା । 10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର । 11 ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ । 12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ଵର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର । 2. କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ । 3. ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି । 4. ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ । 5. ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ଵର୍ଗରେ ଥାଏ; ତୁମ୍ଭର ବିଶ୍ଵସ୍ତତା ଗଗନସ୍ପର୍ଶୀ । 6. ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ । 7. ହେ ପରମେଶ୍ଵର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି । 8. ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ । 9. କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା । 10. ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର । 11. ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ । 12. ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References