ଓଡିଆ ବାଇବଲ |
LXXRP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଆଦି ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
50
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
ରେକର୍ଡଗୁଡିକ
ଆଦି ପୁସ୍ତକ 50:0 (09 23 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଆଦି ପୁସ୍ତକ ଅଧ୍ୟାୟ 50
1
ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ ।
2
ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ ।
3
ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ ।
4
ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,
5
ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ । ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି ।
6
ତହିଁରେ ଫାରୋ କହିଲେ, ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ ।
7
ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
8
ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ ।
9
ତାଙ୍କ ସଙ୍ଗରେ ରଥ ଓ ଅଶ୍ଵାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା ।
10
ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ ।
11
ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା ।
12
ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
13
ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହେତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ଵାରା କ୍ରୀତ ହୋଇଥିଲା ।
14
ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ ।
15
ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ ।
16
ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, ତୁମ୍ଭ ପିତା ମୃତ୍ୟୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ଯୋଷେଫକୁ ଏହି କଥା କହିବ,
17
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ଵରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର । ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ ।
18
ଅନନ୍ତର ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଦାସ ।
19
ତହିଁରେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି?
20
ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା ।
21
ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି । ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ ।
22
ଅନନ୍ତର ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ ।
23
ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ ।
24
ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ ।
25
ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ ।
26
ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ ।
ଆଦି ପୁସ୍ତକ 50
1. ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ । 2. ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ । 3. ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ । 4. ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ, 5. ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ । ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି । 6. ତହିଁରେ ଫାରୋ କହିଲେ, ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ । 7. ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ, 8. ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ । 9. ତାଙ୍କ ସଙ୍ଗରେ ରଥ ଓ ଅଶ୍ଵାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା । 10. ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ । 11. ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା । 12. ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ; 13. ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହେତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ଵାରା କ୍ରୀତ ହୋଇଥିଲା । 14. ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ । 15. ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ । 16. ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, ତୁମ୍ଭ ପିତା ମୃତ୍ୟୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ଯୋଷେଫକୁ ଏହି କଥା କହିବ, 17. ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ଵରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର । ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ । 18. ଅନନ୍ତର ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଦାସ । 19. ତହିଁରେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି? 20. ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା । 21. ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି । ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ । 22. ଅନନ୍ତର ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ । 23. ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ । 24. ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ । 25. ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ । 26. ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ ।
ଆଦି ପୁସ୍ତକ ଅଧ୍ୟାୟ 1
ଆଦି ପୁସ୍ତକ ଅଧ୍ୟାୟ 2
ଆଦି ପୁସ୍ତକ ଅଧ୍ୟାୟ 3
ଆଦି ପୁସ୍ତକ ଅଧ୍ୟାୟ 4
ଆଦି ପୁସ୍ତକ ଅଧ୍ୟାୟ 5
ଆଦି ପୁସ୍ତକ ଅଧ୍ୟାୟ 6
ଆଦି ପୁସ୍ତକ ଅଧ୍ୟାୟ 7
ଆଦି ପୁସ୍ତକ ଅଧ୍ୟାୟ 8
ଆଦି ପୁସ୍ତକ ଅଧ୍ୟାୟ 9
ଆଦି ପୁସ୍ତକ ଅଧ୍ୟାୟ 10
ଆଦି ପୁସ୍ତକ ଅଧ୍ୟାୟ 11
ଆଦି ପୁସ୍ତକ ଅଧ୍ୟାୟ 12
ଆଦି ପୁସ୍ତକ ଅଧ୍ୟାୟ 13
ଆଦି ପୁସ୍ତକ ଅଧ୍ୟାୟ 14
ଆଦି ପୁସ୍ତକ ଅଧ୍ୟାୟ 15
ଆଦି ପୁସ୍ତକ ଅଧ୍ୟାୟ 16
ଆଦି ପୁସ୍ତକ ଅଧ୍ୟାୟ 17
ଆଦି ପୁସ୍ତକ ଅଧ୍ୟାୟ 18
ଆଦି ପୁସ୍ତକ ଅଧ୍ୟାୟ 19
ଆଦି ପୁସ୍ତକ ଅଧ୍ୟାୟ 20
ଆଦି ପୁସ୍ତକ ଅଧ୍ୟାୟ 21
ଆଦି ପୁସ୍ତକ ଅଧ୍ୟାୟ 22
ଆଦି ପୁସ୍ତକ ଅଧ୍ୟାୟ 23
ଆଦି ପୁସ୍ତକ ଅଧ୍ୟାୟ 24
ଆଦି ପୁସ୍ତକ ଅଧ୍ୟାୟ 25
ଆଦି ପୁସ୍ତକ ଅଧ୍ୟାୟ 26
ଆଦି ପୁସ୍ତକ ଅଧ୍ୟାୟ 27
ଆଦି ପୁସ୍ତକ ଅଧ୍ୟାୟ 28
ଆଦି ପୁସ୍ତକ ଅଧ୍ୟାୟ 29
ଆଦି ପୁସ୍ତକ ଅଧ୍ୟାୟ 30
ଆଦି ପୁସ୍ତକ ଅଧ୍ୟାୟ 31
ଆଦି ପୁସ୍ତକ ଅଧ୍ୟାୟ 32
ଆଦି ପୁସ୍ତକ ଅଧ୍ୟାୟ 33
ଆଦି ପୁସ୍ତକ ଅଧ୍ୟାୟ 34
ଆଦି ପୁସ୍ତକ ଅଧ୍ୟାୟ 35
ଆଦି ପୁସ୍ତକ ଅଧ୍ୟାୟ 36
ଆଦି ପୁସ୍ତକ ଅଧ୍ୟାୟ 37
ଆଦି ପୁସ୍ତକ ଅଧ୍ୟାୟ 38
ଆଦି ପୁସ୍ତକ ଅଧ୍ୟାୟ 39
ଆଦି ପୁସ୍ତକ ଅଧ୍ୟାୟ 40
ଆଦି ପୁସ୍ତକ ଅଧ୍ୟାୟ 41
ଆଦି ପୁସ୍ତକ ଅଧ୍ୟାୟ 42
ଆଦି ପୁସ୍ତକ ଅଧ୍ୟାୟ 43
ଆଦି ପୁସ୍ତକ ଅଧ୍ୟାୟ 44
ଆଦି ପୁସ୍ତକ ଅଧ୍ୟାୟ 45
ଆଦି ପୁସ୍ତକ ଅଧ୍ୟାୟ 46
ଆଦି ପୁସ୍ତକ ଅଧ୍ୟାୟ 47
ଆଦି ପୁସ୍ତକ ଅଧ୍ୟାୟ 48
ଆଦି ପୁସ୍ତକ ଅଧ୍ୟାୟ 49
ଆଦି ପୁସ୍ତକ ଅଧ୍ୟାୟ 50
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References