ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 34

1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ । 2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ । 3 ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ । 4 ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ । 5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ । 6 ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ । 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି । 8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ । 9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ । 10 ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ । 11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି । 12 ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ? 13 ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର । 14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ । 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି । 16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ । 17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ । 18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି । 19 ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି । 20 ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ । 21 ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ । 22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ ।
1. ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ । 2. ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ । 3. ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ । 4. ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ । 5. ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ । 6. ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ । 7. ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି । 8. ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ । 9. ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ । 10. ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ । 11. ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି । 12. ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ? 13. ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର । 14. ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ । 15. ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି । 16. ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ । 17. ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ । 18. ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି । 19. ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି । 20. ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ । 21. ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ । 22. ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References