ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 91

1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ । 2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ଵର, ମୁଁ ତାହାଙ୍କଠାରେ ନିର୍ଭର ରଖେ । 3 କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ । 4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ଵରୂପ ଅଟେ । 5 ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର, 6 ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ । 7 ତୁମ୍ଭ ପାର୍ଶ୍ଵରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ । 8 ତୁମ୍ଭେ କେବଳ ସ୍ଵଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ । 9 କାରଣ, ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ । ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ । 10 ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ଵୁ ନିକଟକୁ ଆସିବ ନାହିଁ । 11 କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ । 12 ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ଵହସ୍ତରେ ତୁମ୍ଭକୁ ବହିବେ । 13 ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବାସିଂହ ଓ ସର୍ପକୁ ପାଦ ତଳେ ଦଳିବ । 14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା । 15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା । 16 ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା ।
1. ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ । 2. ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ଵର, ମୁଁ ତାହାଙ୍କଠାରେ ନିର୍ଭର ରଖେ । 3. କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ । 4. ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ଵରୂପ ଅଟେ । 5. ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର, 6. ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ । 7. ତୁମ୍ଭ ପାର୍ଶ୍ଵରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ । 8. ତୁମ୍ଭେ କେବଳ ସ୍ଵଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ । 9. କାରଣ, ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ । ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ । 10. ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ଵୁ ନିକଟକୁ ଆସିବ ନାହିଁ । 11. କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ । 12. ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ଵହସ୍ତରେ ତୁମ୍ଭକୁ ବହିବେ । 13. ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବାସିଂହ ଓ ସର୍ପକୁ ପାଦ ତଳେ ଦଳିବ । 14. ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା । 15. ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା । 16. ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References