ଓଡିଆ ବାଇବଲ |
MHB
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ଶାମୁୟେଲ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
20
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
ରେକର୍ଡଗୁଡିକ
ଦିତୀୟ ଶାମୁୟେଲ 20:0 (11 51 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ଶାମୁୟେଲ ଅଧ୍ୟାୟ 20
1
ସେସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ପାପାଧମ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ଚାଲ ।
2
ତହିଁରେ ସମଗ୍ର ଇସ୍ରାଏଲ-ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ ।
3
ଏଉତ୍ତାରେ ଦାଉଦ ଯିରୂଶାଲମକୁ ଆପଣା ଗୃହକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପନିୀଙ୍କୁ ଗୃହ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ପଡ଼ି ଯୋଗାଇଲେ, ମାତ୍ର ସେମାନଙ୍କର ସହବାସ କଲେ ନାହିଁ । ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବୈଧବ୍ୟ-ଦଶାରେ ରହିଲେ ।
4
ଏଉତ୍ତାରେ ରାଜା ଅମାସାକୁ କହିଲେ, ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ କତିରେ ଏକତ୍ର କର ଓ ତୁମ୍ଭେ ଏଠାରେ ଉପସ୍ଥିତ ହୁଅ ।
5
ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ଵ କଲା ।
6
ତହିଁରେ ଦାଉଦ ଅବୀଶୟକୁ କହିଲେ, ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ ।
7
ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇବାକୁ ଯିରୂଶାଲମରୁ ବାହାରିଲେ ।
8
ସେମାନେ ଗିବୀୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ସମ୍ମୁଖବର୍ତ୍ତୀ ହେଲା । ସେସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ଼୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା ।
9
ଏଥିରେ ଯୋୟାବ ଅମାସାକୁ ପଚାରିଲା, କି ଭାଇ, ତୁମ୍ଭର ମଙ୍ଗଳ? ତହୁଁ ଯୋୟାବ ଅମାସାକୁ ଚୁମ୍ଵନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା ।
10
ମାତ୍ର ଯୋୟାବର ହସ୍ତସ୍ଥିତ ଖଡ଼୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ଼୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ଵିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା । ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ ।
11
ଏଥି ମଧ୍ୟରେ ଯୋୟାବର ଜଣେ ଯୁବା ଲୋକ ତାହା ନିକଟରେ ଠିଆ ହୋଇ କହିଲା, ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ ।
12
ସେସମୟରେ ଅମାସା ରାଜଦାଣ୍ତ ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା । ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାକୁ ରାଜଦାଣ୍ତରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ତେ ବସ୍ତ୍ର ପକାଇଦେଲା ।
13
ଅମାସା ରାଜଦାଣ୍ତରୁ ଅନ୍ତର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ ।
14
ଏଉତ୍ତାରେ ଯୋୟାବ ଇସ୍ରାଏଲର ଯାବତୀୟ ବଂଶ ମଧ୍ୟଦେଇ ଆବେଲ୍ ଓ ବୈଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ ।
15
ପୁଣି ସେମାନେ ଆସି ବୈଥ୍ମାଖାସ୍ଥିତ ଆବେଲ୍ରେ ଶେବଃକୁ ରୁଦ୍ଧ କଲେ ଓ ନଗର ନିକଟରେ ଏକ ଢିପି ପ୍ରସ୍ତୁତ କଲେ, ତାହା ଗଡ଼ପାଚେରୀ ନିକଟରେ ନିର୍ମିତ ହେଲା; ତହିଁରେ ଯୋୟାବର ସମସ୍ତ ସଙ୍ଗୀ ଲୋକ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ ।
16
ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, ଶୁଣ, ଶୁଣ, ମୁଁ ବିନୟ କରୁଅଛି, ଯୋୟାବକୁ ଏସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ, ମୁଁ ତାହା ସଙ୍ଗରେ କଥାବାର୍ତ୍ତା କରିବି ।
17
ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, ଆପଣ କʼଣ ଯୋୟାବ? ସେ ଉତ୍ତର କଲା, ହଁ । ତେବେ ସେ ସ୍ତ୍ରୀ ତାହାକୁ କହିଲା, ଆପଣା ଦାସୀର କଥା ଶୁଣନ୍ତୁ । ସେ ଉତ୍ତର କଲା, ମୁଁ ଶୁଣୁଅଛି ।
18
ତହୁଁ ସେ କହିଲା, ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ; ଆଉ ଏହିରୂପେ ସେମାନେ କାର୍ଯ୍ୟ ସମାପ୍ତ କଲେ ।
19
ମୁଁ ଇସ୍ରାଏଲର ଶା; ଓ ବିଶ୍ଵସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?
20
ଏଥିରେ ଯୋୟାବ ଉତ୍ତର କରି କହିଲା, ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼଠାରୁ ଦୂର ହେଉ ।
21
କଥା ସେପରି ନୁହେଁ; ମାତ୍ର ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାକୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି । ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ ।
22
ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା । ତହୁଁ ଲୋକମାନେ ବିଖ୍ରିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ । ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ଵୁକୁ ଗଲେ । ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ କତିକି ଫେରିଗଲା ।
23
ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା ।
24
ଆଉ ଅଦୋରାମ୍ ବେଠି-କର୍ମର ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ ଇତିହାସ-ଲେଖକ,
25
ଶିବା ଲେଖକ ଥିଲା; ପୁଣି ସାଦୋକ୍ ଓ ଅବୀୟାଥର ଯାଜକ ଥିଲେ;
26
ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା ।
ଦିତୀୟ ଶାମୁୟେଲ 20
1. ସେସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ପାପାଧମ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ଚାଲ । 2. ତହିଁରେ ସମଗ୍ର ଇସ୍ରାଏଲ-ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ । 3. ଏଉତ୍ତାରେ ଦାଉଦ ଯିରୂଶାଲମକୁ ଆପଣା ଗୃହକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପନିୀଙ୍କୁ ଗୃହ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ପଡ଼ି ଯୋଗାଇଲେ, ମାତ୍ର ସେମାନଙ୍କର ସହବାସ କଲେ ନାହିଁ । ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବୈଧବ୍ୟ-ଦଶାରେ ରହିଲେ । 4. ଏଉତ୍ତାରେ ରାଜା ଅମାସାକୁ କହିଲେ, ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ କତିରେ ଏକତ୍ର କର ଓ ତୁମ୍ଭେ ଏଠାରେ ଉପସ୍ଥିତ ହୁଅ । 5. ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ଵ କଲା । 6. ତହିଁରେ ଦାଉଦ ଅବୀଶୟକୁ କହିଲେ, ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ । 7. ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇବାକୁ ଯିରୂଶାଲମରୁ ବାହାରିଲେ । 8. ସେମାନେ ଗିବୀୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ସମ୍ମୁଖବର୍ତ୍ତୀ ହେଲା । ସେସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ଼୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା । 9. ଏଥିରେ ଯୋୟାବ ଅମାସାକୁ ପଚାରିଲା, କି ଭାଇ, ତୁମ୍ଭର ମଙ୍ଗଳ? ତହୁଁ ଯୋୟାବ ଅମାସାକୁ ଚୁମ୍ଵନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା । 10. ମାତ୍ର ଯୋୟାବର ହସ୍ତସ୍ଥିତ ଖଡ଼୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ଼୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ଵିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା । ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ । 11. ଏଥି ମଧ୍ୟରେ ଯୋୟାବର ଜଣେ ଯୁବା ଲୋକ ତାହା ନିକଟରେ ଠିଆ ହୋଇ କହିଲା, ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ । 12. ସେସମୟରେ ଅମାସା ରାଜଦାଣ୍ତ ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା । ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାକୁ ରାଜଦାଣ୍ତରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ତେ ବସ୍ତ୍ର ପକାଇଦେଲା । 13. ଅମାସା ରାଜଦାଣ୍ତରୁ ଅନ୍ତର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ । 14. ଏଉତ୍ତାରେ ଯୋୟାବ ଇସ୍ରାଏଲର ଯାବତୀୟ ବଂଶ ମଧ୍ୟଦେଇ ଆବେଲ୍ ଓ ବୈଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ । 15. ପୁଣି ସେମାନେ ଆସି ବୈଥ୍ମାଖାସ୍ଥିତ ଆବେଲ୍ରେ ଶେବଃକୁ ରୁଦ୍ଧ କଲେ ଓ ନଗର ନିକଟରେ ଏକ ଢିପି ପ୍ରସ୍ତୁତ କଲେ, ତାହା ଗଡ଼ପାଚେରୀ ନିକଟରେ ନିର୍ମିତ ହେଲା; ତହିଁରେ ଯୋୟାବର ସମସ୍ତ ସଙ୍ଗୀ ଲୋକ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ । 16. ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, ଶୁଣ, ଶୁଣ, ମୁଁ ବିନୟ କରୁଅଛି, ଯୋୟାବକୁ ଏସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ, ମୁଁ ତାହା ସଙ୍ଗରେ କଥାବାର୍ତ୍ତା କରିବି । 17. ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, ଆପଣ କʼଣ ଯୋୟାବ? ସେ ଉତ୍ତର କଲା, ହଁ । ତେବେ ସେ ସ୍ତ୍ରୀ ତାହାକୁ କହିଲା, ଆପଣା ଦାସୀର କଥା ଶୁଣନ୍ତୁ । ସେ ଉତ୍ତର କଲା, ମୁଁ ଶୁଣୁଅଛି । 18. ତହୁଁ ସେ କହିଲା, ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ; ଆଉ ଏହିରୂପେ ସେମାନେ କାର୍ଯ୍ୟ ସମାପ୍ତ କଲେ । 19. ମୁଁ ଇସ୍ରାଏଲର ଶା; ଓ ବିଶ୍ଵସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ? 20. ଏଥିରେ ଯୋୟାବ ଉତ୍ତର କରି କହିଲା, ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼଠାରୁ ଦୂର ହେଉ । 21. କଥା ସେପରି ନୁହେଁ; ମାତ୍ର ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାକୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି । ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ । 22. ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା । ତହୁଁ ଲୋକମାନେ ବିଖ୍ରିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ । ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ଵୁକୁ ଗଲେ । ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ କତିକି ଫେରିଗଲା । 23. ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା । 24. ଆଉ ଅଦୋରାମ୍ ବେଠି-କର୍ମର ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ ଇତିହାସ-ଲେଖକ, 25. ଶିବା ଲେଖକ ଥିଲା; ପୁଣି ସାଦୋକ୍ ଓ ଅବୀୟାଥର ଯାଜକ ଥିଲେ; 26. ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା ।
ଦିତୀୟ ଶାମୁୟେଲ ଅଧ୍ୟାୟ 1
ଦିତୀୟ ଶାମୁୟେଲ ଅଧ୍ୟାୟ 2
ଦିତୀୟ ଶାମୁୟେଲ ଅଧ୍ୟାୟ 3
ଦିତୀୟ ଶାମୁୟେଲ ଅଧ୍ୟାୟ 4
ଦିତୀୟ ଶାମୁୟେଲ ଅଧ୍ୟାୟ 5
ଦିତୀୟ ଶାମୁୟେଲ ଅଧ୍ୟାୟ 6
ଦିତୀୟ ଶାମୁୟେଲ ଅଧ୍ୟାୟ 7
ଦିତୀୟ ଶାମୁୟେଲ ଅଧ୍ୟାୟ 8
ଦିତୀୟ ଶାମୁୟେଲ ଅଧ୍ୟାୟ 9
ଦିତୀୟ ଶାମୁୟେଲ ଅଧ୍ୟାୟ 10
ଦିତୀୟ ଶାମୁୟେଲ ଅଧ୍ୟାୟ 11
ଦିତୀୟ ଶାମୁୟେଲ ଅଧ୍ୟାୟ 12
ଦିତୀୟ ଶାମୁୟେଲ ଅଧ୍ୟାୟ 13
ଦିତୀୟ ଶାମୁୟେଲ ଅଧ୍ୟାୟ 14
ଦିତୀୟ ଶାମୁୟେଲ ଅଧ୍ୟାୟ 15
ଦିତୀୟ ଶାମୁୟେଲ ଅଧ୍ୟାୟ 16
ଦିତୀୟ ଶାମୁୟେଲ ଅଧ୍ୟାୟ 17
ଦିତୀୟ ଶାମୁୟେଲ ଅଧ୍ୟାୟ 18
ଦିତୀୟ ଶାମୁୟେଲ ଅଧ୍ୟାୟ 19
ଦିତୀୟ ଶାମୁୟେଲ ଅଧ୍ୟାୟ 20
ଦିତୀୟ ଶାମୁୟେଲ ଅଧ୍ୟାୟ 21
ଦିତୀୟ ଶାମୁୟେଲ ଅଧ୍ୟାୟ 22
ଦିତୀୟ ଶାମୁୟେଲ ଅଧ୍ୟାୟ 23
ଦିତୀୟ ଶାମୁୟେଲ ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References