ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ

ଯିରିମିୟ ଅଧ୍ୟାୟ 47

1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା; । 2 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ । 3 ତାହାର ବଳବାନ ଅଶ୍ଵଗଣର ଖୁରା ଶଦ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶଦ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ; 4 କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ଵ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ଵୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ଵ ହରଣ କରିବେ; 5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ? 6 ହେ ସଦାପ୍ରଭୁଙ୍କ ଖଡ଼୍‍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷା; ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶା; ଓ କ୍ଷା; ହୁଅ । 7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷା; ହୋଇପାର? ସେ ଅସ୍କିଲୋନ୍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି ।
1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା; । .::. 2 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ । .::. 3 ତାହାର ବଳବାନ ଅଶ୍ଵଗଣର ଖୁରା ଶଦ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶଦ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ; .::. 4 କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ଵ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ଵୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ଵ ହରଣ କରିବେ; .::. 5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ? .::. 6 ହେ ସଦାପ୍ରଭୁଙ୍କ ଖଡ଼୍‍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷା; ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶା; ଓ କ୍ଷା; ହୁଅ । .::. 7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷା; ହୋଇପାର? ସେ ଅସ୍କିଲୋନ୍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି । .::.
  • ଯିରିମିୟ ଅଧ୍ୟାୟ 1  
  • ଯିରିମିୟ ଅଧ୍ୟାୟ 2  
  • ଯିରିମିୟ ଅଧ୍ୟାୟ 3  
  • ଯିରିମିୟ ଅଧ୍ୟାୟ 4  
  • ଯିରିମିୟ ଅଧ୍ୟାୟ 5  
  • ଯିରିମିୟ ଅଧ୍ୟାୟ 6  
  • ଯିରିମିୟ ଅଧ୍ୟାୟ 7  
  • ଯିରିମିୟ ଅଧ୍ୟାୟ 8  
  • ଯିରିମିୟ ଅଧ୍ୟାୟ 9  
  • ଯିରିମିୟ ଅଧ୍ୟାୟ 10  
  • ଯିରିମିୟ ଅଧ୍ୟାୟ 11  
  • ଯିରିମିୟ ଅଧ୍ୟାୟ 12  
  • ଯିରିମିୟ ଅଧ୍ୟାୟ 13  
  • ଯିରିମିୟ ଅଧ୍ୟାୟ 14  
  • ଯିରିମିୟ ଅଧ୍ୟାୟ 15  
  • ଯିରିମିୟ ଅଧ୍ୟାୟ 16  
  • ଯିରିମିୟ ଅଧ୍ୟାୟ 17  
  • ଯିରିମିୟ ଅଧ୍ୟାୟ 18  
  • ଯିରିମିୟ ଅଧ୍ୟାୟ 19  
  • ଯିରିମିୟ ଅଧ୍ୟାୟ 20  
  • ଯିରିମିୟ ଅଧ୍ୟାୟ 21  
  • ଯିରିମିୟ ଅଧ୍ୟାୟ 22  
  • ଯିରିମିୟ ଅଧ୍ୟାୟ 23  
  • ଯିରିମିୟ ଅଧ୍ୟାୟ 24  
  • ଯିରିମିୟ ଅଧ୍ୟାୟ 25  
  • ଯିରିମିୟ ଅଧ୍ୟାୟ 26  
  • ଯିରିମିୟ ଅଧ୍ୟାୟ 27  
  • ଯିରିମିୟ ଅଧ୍ୟାୟ 28  
  • ଯିରିମିୟ ଅଧ୍ୟାୟ 29  
  • ଯିରିମିୟ ଅଧ୍ୟାୟ 30  
  • ଯିରିମିୟ ଅଧ୍ୟାୟ 31  
  • ଯିରିମିୟ ଅଧ୍ୟାୟ 32  
  • ଯିରିମିୟ ଅଧ୍ୟାୟ 33  
  • ଯିରିମିୟ ଅଧ୍ୟାୟ 34  
  • ଯିରିମିୟ ଅଧ୍ୟାୟ 35  
  • ଯିରିମିୟ ଅଧ୍ୟାୟ 36  
  • ଯିରିମିୟ ଅଧ୍ୟାୟ 37  
  • ଯିରିମିୟ ଅଧ୍ୟାୟ 38  
  • ଯିରିମିୟ ଅଧ୍ୟାୟ 39  
  • ଯିରିମିୟ ଅଧ୍ୟାୟ 40  
  • ଯିରିମିୟ ଅଧ୍ୟାୟ 41  
  • ଯିରିମିୟ ଅଧ୍ୟାୟ 42  
  • ଯିରିମିୟ ଅଧ୍ୟାୟ 43  
  • ଯିରିମିୟ ଅଧ୍ୟାୟ 44  
  • ଯିରିମିୟ ଅଧ୍ୟାୟ 45  
  • ଯିରିମିୟ ଅଧ୍ୟାୟ 46  
  • ଯିରିମିୟ ଅଧ୍ୟାୟ 47  
  • ଯିରିମିୟ ଅଧ୍ୟାୟ 48  
  • ଯିରିମିୟ ଅଧ୍ୟାୟ 49  
  • ଯିରିମିୟ ଅଧ୍ୟାୟ 50  
  • ଯିରିମିୟ ଅଧ୍ୟାୟ 51  
  • ଯିରିମିୟ ଅଧ୍ୟାୟ 52  
×

Alert

×

Oriya Letters Keypad References