ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 10

1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳା; ହୋଇଅଛି, ମୁଁ ଆପଣା ଦୁଃଖ ସ୍ଵଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି । 2 ମୁଁ ପରମେଶ୍ଵରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କିହେତୁ ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ । 3 ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ? 4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ? 5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ 6 ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ? 7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ । 8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ । 9 ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ? 10 ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ? 11 ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ଵିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ । 12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ଵାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି । 13 ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର; 14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ । 15 ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ । 16 ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ । 17 ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ । 18 ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା, 19 ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି । 20 ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷା; ହୁଅ, 21 ମୋତେ ଛାଡ଼ି ଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ଵନା ପାଇବି; 22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ ।
1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳା; ହୋଇଅଛି, ମୁଁ ଆପଣା ଦୁଃଖ ସ୍ଵଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି । .::. 2 ମୁଁ ପରମେଶ୍ଵରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କିହେତୁ ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ । .::. 3 ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ? .::. 4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ? .::. 5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ .::. 6 ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ? .::. 7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ । .::. 8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ । .::. 9 ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ? .::. 10 ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ? .::. 11 ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ଵିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ । .::. 12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ଵାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି । .::. 13 ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର; .::. 14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ । .::. 15 ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ । .::. 16 ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ । .::. 17 ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ । .::. 18 ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା, .::. 19 ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି । .::. 20 ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷା; ହୁଅ, .::. 21 ମୋତେ ଛାଡ଼ି ଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ଵନା ପାଇବି; .::. 22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References