ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 17

1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି । 2 ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି । 3 ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ? 4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ । 5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ । 6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି । 7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି । 8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ । 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ । 10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ । 11 ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା । 12 ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି । 13 ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; 14 ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ; 15 ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ? 16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ ।
1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି । .::. 2 ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି । .::. 3 ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ? .::. 4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ । .::. 5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ । .::. 6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି । .::. 7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି । .::. 8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ । .::. 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ । .::. 10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ । .::. 11 ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା । .::. 12 ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି । .::. 13 ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; .::. 14 ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ; .::. 15 ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ? .::. 16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References