ଓଡିଆ ବାଇବଲ |
MHB
ORV
IRVOR
ଆୟୁବ ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
34
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
:
ରେକର୍ଡଗୁଡିକ
ଯିରିମିୟ 18:0 (05 55 am)
ଆୟୁବ ପୁସ୍ତକ 34:0 (05 55 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଆୟୁବ ପୁସ୍ତକ ଅଧ୍ୟାୟ 34
1
ଆହୁରି ଇଲୀହୂ ଉତ୍ତର କରି କହିଲା,
2
ହେ ଜ୍ଞାନୀମାନେ, ମୋʼ କଥା ଶୁଣ, ହେ ବିଜ୍ଞମାନେ, ମୋʼ କଥାରେ କର୍ଣ୍ଣ ଦିଅ ।
3
କାରଣ ରସନା ଯେପରି ଭକ୍ଷ୍ୟର ସ୍ଵାଦୁ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ ।
4
ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ ।
5
କାରଣ ଆୟୁବ କହିଅଛି, ମୁଁ ଧାର୍ମିକ, ପୁଣି ପରମେଶ୍ଵର ମୋହର ନ୍ୟାୟ ହରଣ କରିଅଛନ୍ତି;
6
ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ ।
7
ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ ।
8
ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟଲୋକମାନଙ୍କ ସଙ୍ଗେ ଗମନାଗମନ କରେ ।
9
କାରଣ ସେ କହିଅଛି, ପରମେଶ୍ଵରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ ।
10
ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ଵର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ।
11
ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ ।
12
ନିଶ୍ଚୟ ପରମେଶ୍ଵର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ ।
13
କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ଵଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?
14
ଯେବେ ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯେବେ ସେ ତାହାର ଆତ୍ମା ଓ ନିଶ୍ଵାସ ଆପଣା ନିକଟରେ ସଂଗ୍ରହ କରିବେ;
15
ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ ।
16
ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର ।
17
ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?
18
ରାଜାକୁ, ତୁମ୍ଭେ ଅଧମ; ଅବା ଅଧିପତିମାନଙ୍କୁ, ତୁମ୍ଭେମାନେ ଦୁଷ୍ଟ ବୋଲି କହିବାର କି ଉପଯୁକ୍ତ?
19
ତେବେ ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକି ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?
20
ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀମାନେ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି ।
21
କାରଣ ମନୁଷ୍ୟର ମାର୍ଗ ପ୍ରତି ତାହାଙ୍କର ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି ।
22
ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ ।
23
କାରଣ ମନୁଷ୍ୟର ପରମେଶ୍ଵରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ ।
24
ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରା; ଲୋକ-ମାନଙ୍କୁ ଖଣ୍ତ ଖଣ୍ତ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି ।
25
ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ଵ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି ।
26
ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;
27
କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;
28
ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ ।
29
ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
30
ଏଣୁ ଅଧାର୍ମିକ ଲୋକ ରାଜତ୍ଵ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ ।
31
କାରଣ କେହି କି ପରମେଶ୍ଵରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
32
ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯେବେ ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?
33
ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ ।
34
ବୁଦ୍ଧିମାନ ଲୋକେ ଏବଂ ମୋʼ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ;
35
ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ ।
36
ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି ।
37
ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ଵରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି ।
ଆୟୁବ ପୁସ୍ତକ 34
1. ଆହୁରି ଇଲୀହୂ ଉତ୍ତର କରି କହିଲା, 2. ହେ ଜ୍ଞାନୀମାନେ, ମୋʼ କଥା ଶୁଣ, ହେ ବିଜ୍ଞମାନେ, ମୋʼ କଥାରେ କର୍ଣ୍ଣ ଦିଅ । 3. କାରଣ ରସନା ଯେପରି ଭକ୍ଷ୍ୟର ସ୍ଵାଦୁ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ । 4. ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ । 5. କାରଣ ଆୟୁବ କହିଅଛି, ମୁଁ ଧାର୍ମିକ, ପୁଣି ପରମେଶ୍ଵର ମୋହର ନ୍ୟାୟ ହରଣ କରିଅଛନ୍ତି; 6. ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ । 7. ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ । 8. ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟଲୋକମାନଙ୍କ ସଙ୍ଗେ ଗମନାଗମନ କରେ । 9. କାରଣ ସେ କହିଅଛି, ପରମେଶ୍ଵରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ । 10. ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ଵର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ । 11. ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ । 12. ନିଶ୍ଚୟ ପରମେଶ୍ଵର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ । 13. କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ଵଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି? 14. ଯେବେ ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯେବେ ସେ ତାହାର ଆତ୍ମା ଓ ନିଶ୍ଵାସ ଆପଣା ନିକଟରେ ସଂଗ୍ରହ କରିବେ; 15. ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ । 16. ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର । 17. ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ? 18. ରାଜାକୁ, ତୁମ୍ଭେ ଅଧମ; ଅବା ଅଧିପତିମାନଙ୍କୁ, ତୁମ୍ଭେମାନେ ଦୁଷ୍ଟ ବୋଲି କହିବାର କି ଉପଯୁକ୍ତ? 19. ତେବେ ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକି ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ? 20. ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀମାନେ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି । 21. କାରଣ ମନୁଷ୍ୟର ମାର୍ଗ ପ୍ରତି ତାହାଙ୍କର ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି । 22. ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ । 23. କାରଣ ମନୁଷ୍ୟର ପରମେଶ୍ଵରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ । 24. ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରା; ଲୋକ-ମାନଙ୍କୁ ଖଣ୍ତ ଖଣ୍ତ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି । 25. ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ଵ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି । 26. ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି; 27. କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ; 28. ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ । 29. ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ; 30. ଏଣୁ ଅଧାର୍ମିକ ଲୋକ ରାଜତ୍ଵ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ । 31. କାରଣ କେହି କି ପରମେଶ୍ଵରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ; 32. ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯେବେ ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ? 33. ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ । 34. ବୁଦ୍ଧିମାନ ଲୋକେ ଏବଂ ମୋʼ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ; 35. ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ । 36. ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି । 37. ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ଵରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି ।
ଗୀତସଂହିତା ଅଧ୍ୟାୟ 1
ଗୀତସଂହିତା ଅଧ୍ୟାୟ 2
ଗୀତସଂହିତା ଅଧ୍ୟାୟ 3
ଗୀତସଂହିତା ଅଧ୍ୟାୟ 4
ଗୀତସଂହିତା ଅଧ୍ୟାୟ 5
ଗୀତସଂହିତା ଅଧ୍ୟାୟ 6
ଗୀତସଂହିତା ଅଧ୍ୟାୟ 7
ଗୀତସଂହିତା ଅଧ୍ୟାୟ 8
ଗୀତସଂହିତା ଅଧ୍ୟାୟ 9
ଗୀତସଂହିତା ଅଧ୍ୟାୟ 10
ଗୀତସଂହିତା ଅଧ୍ୟାୟ 11
ଗୀତସଂହିତା ଅଧ୍ୟାୟ 12
ଗୀତସଂହିତା ଅଧ୍ୟାୟ 13
ଗୀତସଂହିତା ଅଧ୍ୟାୟ 14
ଗୀତସଂହିତା ଅଧ୍ୟାୟ 15
ଗୀତସଂହିତା ଅଧ୍ୟାୟ 16
ଗୀତସଂହିତା ଅଧ୍ୟାୟ 17
ଗୀତସଂହିତା ଅଧ୍ୟାୟ 18
ଗୀତସଂହିତା ଅଧ୍ୟାୟ 19
ଗୀତସଂହିତା ଅଧ୍ୟାୟ 20
ଗୀତସଂହିତା ଅଧ୍ୟାୟ 21
ଗୀତସଂହିତା ଅଧ୍ୟାୟ 22
ଗୀତସଂହିତା ଅଧ୍ୟାୟ 23
ଗୀତସଂହିତା ଅଧ୍ୟାୟ 24
ଗୀତସଂହିତା ଅଧ୍ୟାୟ 25
ଗୀତସଂହିତା ଅଧ୍ୟାୟ 26
ଗୀତସଂହିତା ଅଧ୍ୟାୟ 27
ଗୀତସଂହିତା ଅଧ୍ୟାୟ 28
ଗୀତସଂହିତା ଅଧ୍ୟାୟ 29
ଗୀତସଂହିତା ଅଧ୍ୟାୟ 30
ଗୀତସଂହିତା ଅଧ୍ୟାୟ 31
ଗୀତସଂହିତା ଅଧ୍ୟାୟ 32
ଗୀତସଂହିତା ଅଧ୍ୟାୟ 33
ଗୀତସଂହିତା ଅଧ୍ୟାୟ 34
ଗୀତସଂହିତା ଅଧ୍ୟାୟ 35
ଗୀତସଂହିତା ଅଧ୍ୟାୟ 36
ଗୀତସଂହିତା ଅଧ୍ୟାୟ 37
ଗୀତସଂହିତା ଅଧ୍ୟାୟ 38
ଗୀତସଂହିତା ଅଧ୍ୟାୟ 39
ଗୀତସଂହିତା ଅଧ୍ୟାୟ 40
ଗୀତସଂହିତା ଅଧ୍ୟାୟ 41
ଗୀତସଂହିତା ଅଧ୍ୟାୟ 42
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References