ଓଡିଆ ବାଇବଲ |
MHB
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ନିହିମିୟା
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
8
1
2
3
4
5
6
7
8
9
10
11
12
13
:
1
2
3
4
5
6
7
8
9
10
11
12
13
14
15
16
17
18
ରେକର୍ଡଗୁଡିକ
ନିହିମିୟା 8:0 (04 35 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ନିହିମିୟା ଅଧ୍ୟାୟ 8
1
ପୁଣି, ସମସ୍ତ ଲୋକ ଏକ ବ୍ୟକ୍ତି ତୁଲ୍ୟ ଜଳଦ୍ଵାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ⇧ କହିଲେ ।
2
ତହିଁରେ ସପ୍ତମ ମାସର ପ୍ରଥମ ଦିନରେ ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝିପାରନ୍ତି, ସେସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲା ।
3
ତହୁଁ ସେ ଜଳଦ୍ଵାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲା; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା ।
4
ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଷ୍ଠମୟ ମଞ୍ଚା ଉପରେ ଠିଆ ହେଲା; ଆଉ, ଦକ୍ଷିଣ ପାର୍ଶ୍ଵରେ ତାହା ନିକଟରେ ମତ୍ତଥୀୟ ଓ ଶେମା ଓ ଅନାୟ ଓ ଊରୀୟ ଓ ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ ଓ ମୀଶାୟେଲ୍ ଓ ମଲକୀୟ ଓ ହଶୁମ୍ ଓ ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ ।
5
ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲା; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ଵରେ ଠିଆ ହୋଇଥିଲା; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ ।
6
ତହୁଁ ଏଜ୍ରା ମହାନ ପରମେଶ୍ଵର ସଦାପ୍ରଭୁଙ୍କର ଧନ୍ୟବାଦ କଲା । ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ ।
7
ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ ।
8
ପୁଣି, ସେମାନେ ସ୍ପଷ୍ଟ ରୂପେ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇ ଦେଲେ, ତହୁଁ ଲୋକମାନେ ପଠନ ବୁଝିଲେ ।
9
ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକ ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର । କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ ।
10
ଆଉ, ସେ ସେମାନଙ୍କୁ କହିଲା, ଆପଣା ଆପଣା ପଥରେ ଯାଅ, ଚିକ୍କଣ-ଦ୍ରବ୍ୟ ଭୋଜନ କର ଓ ସୁମିଷ୍ଟ-ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ ଅଂଶ ପଠାଅ; କାରଣ ଆଜିଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ ।
11
ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, ନୀରବ ହୁଅ, ଆଜି ପବିତ୍ର ଦିନ; ତୁମ୍ଭେମାନେ ଦୁଃଖିତ ନ ହୁଅ ।
12
ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେସମସ୍ତେ ଭୋଜନପାନ କରିବାକୁ ଓ ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ ।
13
ପୁଣି, ଦ୍ଵିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଅଧ୍ୟାପକ ନିକଟରେ ଏକତ୍ରିତ ହେଲେ ।
14
ସେମାନେ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ ବାସ କରିବେ;
15
ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦିଶାଖା ଓ ଖର୍ଜ୍ଜୁରଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ ।
16
ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ଵରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ଵାରର ଛକରେ ଓ ଇଫ୍ରୟିମ-ଦ୍ଵାରର ଛକରେ ନିର୍ମାଣ କଲେ ।
17
ପୁଣି, ବନ୍ଦୀତ୍ଵରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି କରି ନ ଥିଲେ । ଏଣୁ ଅତି ବଡ଼ ଆନନ୍ଦ ହେଲା ।
18
ଆହୁରି, ସେ ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲା । ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବିଧାନାନୁସାରେ ଅଷ୍ଟମ ଦିନ ମହାସଭା ହେଲା⇧ ।
ନିହିମିୟା 8
1. ପୁଣି, ସମସ୍ତ ଲୋକ ଏକ ବ୍ୟକ୍ତି ତୁଲ୍ୟ ଜଳଦ୍ଵାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ⇧ କହିଲେ । 2. ତହିଁରେ ସପ୍ତମ ମାସର ପ୍ରଥମ ଦିନରେ ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝିପାରନ୍ତି, ସେସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲା । 3. ତହୁଁ ସେ ଜଳଦ୍ଵାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲା; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା । 4. ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଷ୍ଠମୟ ମଞ୍ଚା ଉପରେ ଠିଆ ହେଲା; ଆଉ, ଦକ୍ଷିଣ ପାର୍ଶ୍ଵରେ ତାହା ନିକଟରେ ମତ୍ତଥୀୟ ଓ ଶେମା ଓ ଅନାୟ ଓ ଊରୀୟ ଓ ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ ଓ ମୀଶାୟେଲ୍ ଓ ମଲକୀୟ ଓ ହଶୁମ୍ ଓ ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ । 5. ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲା; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ଵରେ ଠିଆ ହୋଇଥିଲା; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ । 6. ତହୁଁ ଏଜ୍ରା ମହାନ ପରମେଶ୍ଵର ସଦାପ୍ରଭୁଙ୍କର ଧନ୍ୟବାଦ କଲା । ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ । 7. ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ । 8. ପୁଣି, ସେମାନେ ସ୍ପଷ୍ଟ ରୂପେ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇ ଦେଲେ, ତହୁଁ ଲୋକମାନେ ପଠନ ବୁଝିଲେ । 9. ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକ ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର । କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ । 10. ଆଉ, ସେ ସେମାନଙ୍କୁ କହିଲା, ଆପଣା ଆପଣା ପଥରେ ଯାଅ, ଚିକ୍କଣ-ଦ୍ରବ୍ୟ ଭୋଜନ କର ଓ ସୁମିଷ୍ଟ-ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ ଅଂଶ ପଠାଅ; କାରଣ ଆଜିଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ । 11. ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, ନୀରବ ହୁଅ, ଆଜି ପବିତ୍ର ଦିନ; ତୁମ୍ଭେମାନେ ଦୁଃଖିତ ନ ହୁଅ । 12. ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେସମସ୍ତେ ଭୋଜନପାନ କରିବାକୁ ଓ ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ । 13. ପୁଣି, ଦ୍ଵିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଅଧ୍ୟାପକ ନିକଟରେ ଏକତ୍ରିତ ହେଲେ । 14. ସେମାନେ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ ବାସ କରିବେ; 15. ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦିଶାଖା ଓ ଖର୍ଜ୍ଜୁରଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ । 16. ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ଵରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ଵାରର ଛକରେ ଓ ଇଫ୍ରୟିମ-ଦ୍ଵାରର ଛକରେ ନିର୍ମାଣ କଲେ । 17. ପୁଣି, ବନ୍ଦୀତ୍ଵରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି କରି ନ ଥିଲେ । ଏଣୁ ଅତି ବଡ଼ ଆନନ୍ଦ ହେଲା । 18. ଆହୁରି, ସେ ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲା । ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବିଧାନାନୁସାରେ ଅଷ୍ଟମ ଦିନ ମହାସଭା ହେଲା⇧ ।
ନିହିମିୟା ଅଧ୍ୟାୟ 1
ନିହିମିୟା ଅଧ୍ୟାୟ 2
ନିହିମିୟା ଅଧ୍ୟାୟ 3
ନିହିମିୟା ଅଧ୍ୟାୟ 4
ନିହିମିୟା ଅଧ୍ୟାୟ 5
ନିହିମିୟା ଅଧ୍ୟାୟ 6
ନିହିମିୟା ଅଧ୍ୟାୟ 7
ନିହିମିୟା ଅଧ୍ୟାୟ 8
ନିହିମିୟା ଅଧ୍ୟାୟ 9
ନିହିମିୟା ଅଧ୍ୟାୟ 10
ନିହିମିୟା ଅଧ୍ୟାୟ 11
ନିହିମିୟା ଅଧ୍ୟାୟ 12
ନିହିମିୟା ଅଧ୍ୟାୟ 13
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References